ରାମା ଓ ମୋଇନୁ ଛତିଶଗଡ଼ର ବିଜାପୁର ଜ଼ିଲ୍ଲାର ଥିବାବେଳେ ରଘୁ ଖରା ସ୍ୱାଭିମାନ ଅଞ୍ଚଳର । ମୋଇନୁ ଓ ରାମା ଅବକା ନାମରେ ୪ ଲକ୍ଷ ଟଙ୍କା ପୁରସ୍କାର ରାଶି ଥିଲା । ସେହିପରି ରଘୁ ଖରା ନାମରେ ୧ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରାଯାଇଥିଲା । ତେବେ ଆଜି ୩ଜଣ ମାଓବାଦୀ ପୋଲିସ ନିକଟରେ ଆତ୍ମସମର୍ପଣ କରିଥିବା ଏସ.ପି ଡି ଋଷିକେଶ କିଲାରୀ ସୂଚନା ଦେଇଛନ୍ତି ।
ମାଲକାନଗିରି ପୋଲିସ ନିକଟରେ ୩ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ
ଟ୍ରକ୍ ଧକ୍କାରେ ବାଇକ୍ ଚାଳକ ଗୁରୁତର
ଭୁବନେଶ୍ଵର: ଭୁବନେଶ୍ଵର ଦୟା ବ୍ରିଜରେ ଟ୍ରକ୍ ଧକ୍କାରେ ବାଇକ୍ ଚାଳକ ଗୁରୁତର । ବେଆଇନ ବାଲି ଚାଲାଣ ଟ୍ରକକୁ ଧରିବାକୁ ତହସିଲଦାର ପିଛା କରିବା ବେଳେ ଏହି ଦୁର୍ଘଟଣା ଘଟିଛି।
ଦୁର୍ଘଟଣାରେ ଅଳ୍ପକେ ବର୍ତ୍ତିଲେ ମହିଳା ଓ ଶିଶୁ । ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖିବାକୁ ମିଳିଚି । ଦୁର୍ଘଟଣା ପାଇଁ ଦାୟୀ ତହସିଲଦାରଙ୍କୁ କିଛି ସମୟ ଅଟକ ରଖିବା ପରେ ସ୍ଥାନୀୟ ଲୋକ
Download Argus News App
