ସେହିସବୁ ଜିଲ୍ଲା ଗୁଡ଼ିକ ହେଲା ମୟୂରଭଞ୍ଜ, କେନ୍ଦୁଝର,ବାଲେଶ୍ବର, ଭଦ୍ରକ,ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଖୋର୍ଦ୍ଧା, କଟକ, ନୟାଗଡ଼, ଗଜପତି, ଗଞ୍ଜାମ। ସେହିପରି ଆସନ୍ତାକାଲି ପାଇଁ ମାଲକାନାଗିରି, କୋରାପୁଟ, ରାୟଗଡ଼ା, ଗଜପତି ୪ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।
ଗତ ୨୪ ଘଣ୍ଟାରେ ୧୧ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବା ବେଳେ ଆଜି ଦିନ ୧୧.୩୦ ସୁଦ୍ଧା ଭୁବନେଶ୍ୱର: ୩୮.୬ ଡ଼ିଗ୍ରୀ, ସମ୍ବଲପୁର: ୩୮.୪ ଡ଼ିଗ୍ରୀ, ଝାରସୁଗୁଡା: ୩୮.୨ ଡ଼ିଗ୍ରୀ,ହୀରାକୁଦ: ୩୮ ଡ଼ିଗ୍ରୀ ରେକର୍ଡ କରାଯାଇଛି। ଆଜି ଭୁବନେଶ୍ଵରର ଦିନ ତାପମାତ୍ରା ୩୯ କିମ୍ବା ୪୦ ଡିଗ୍ରୀ ମଧ୍ୟରେ ରହିବା ସମ୍ଭାବନା ଅଛି।
ଅଧିକ ପଢ଼ନ୍ତୁ ପାଣିପାଗ ଖବର