ସେହିପରି 27 ଏବଂ 28ତାରିଖରେ ମଧ୍ୟ କେତେକ ଜିଲ୍ଲାରେ ବର୍ଷା ସହ ବଜ୍ରପାତର ଆଶଙ୍କା ରହିଛି। ଏହି ସମସ୍ତ ଜିଲ୍ଲା ହେଉଛି କେନ୍ଦୁଝର, ଅନୁଗୁଳ, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ନୟାଗଡ, ବୌଦ୍ଧ, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି ଏବଂ ଖୋର୍ଦ୍ଧା। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏସମସ୍ତ ଜିଲ୍ଲା ଗୁଡିକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଥିବା
ଓଡ଼ିଶା ଖବର ଆହୁରି ପଢ଼ନ୍ତୁ ।