ବନ ବିଭାଗ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଥିବା ବେଳେ ଏହା ଶିକାର ନା ଅନ୍ୟ କେଉଁ କାରଣରୁ ମୃତ୍ୟୁ ହୋଇଛି ତାହା ସ୍ପଷ୍ଟ ହୋଇନାହିଁ । ଶବ ବ୍ୟବଚ୍ଛେଦ ପରେ ମୃତ୍ୟୁର ପ୍ରକୃତ କାରଣ ସାମ୍ନାକୁ ଆସିବ ବୋଲି କହିଛନ୍ତି ଡିଏଫଓ । ତେବେ ଏହି ଅଞ୍ଚଳରେ ବାଘର ଚଳପ୍ରଚଳ ନଥିବା ବେଳେ ବାଘ ଟି ନିକଟ ଜଙ୍ଗଲରୁ ଆସିଥିବା ଜଣାପଡ଼ିଛି ।
ଓଡିଶା ଖବର ଆହୁରି ପଢ଼ନ୍ତୁ ।
ରାଜ୍ୟରେ ଆଉ ଏକ ବାଘର ମୃତ୍ୟୁ

ଅର୍ଗସ ବ୍ୟୁରୋ : ରାଜ୍ୟରେ ଆଉ ଏକ ବାଘର ମୃତ୍ୟୁ । ଢେଙ୍କାନାଳ ହିନ୍ଦୋଳ ରେଞ୍ଜ ସାତମାଇଲ ବାରିଆରଗୁଡ଼ିରେ ଏକ କଲରାପତରିଆ ବାଘର ମୃତଦେହ ଠାବ ହୋଇଛି । ବାଘର ମୃତ୍ୟୁର କାରଣ ଜଣାପଡ଼ି ନଥିବା ବେଳେ ବାଘକୁ ଶିକାର କରାଯାଇଥିବା ସନ୍ଦେହ କରାଯାଉଛି ।
Download Argus News App
