ସେହିପରି ଇ-ଯାନ ପ୍ରସ୍ତାବ ଉପରେ ମଧ୍ୟ ଆଲୋଚନା ହେବାର ସମ୍ଭାବନା ରହିଛି । ସେପଟେ, ପଂଚାୟତ ନିର୍ବାଚନ ପାଇଁ ବାଟ ଫିଟୁଛି । ପଂଚାୟତ ନିର୍ବାଚନ ପାଇଁ ସଂରକ୍ଷଣ ନେଇ ଆସନ୍ତା ବିଧାନସଭାରେ ସଂଶୋଧନ ଆସିପାରେ ବୋଲି ଅନୁମାନ କରାଯାଉଛି ।
ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ, 9ଟି ପ୍ରସ୍ତାବ ଉପରେ ବାଜିପାରେ ମୋହର
ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ସଂଧ୍ୟା ୫ଟା ୩୦ରେ ଏହି ବୈଠକ ବସିବାର କାର୍ଯ୍ୟକ୍ରମ ରହିଛି । ଏଥିରେ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ମାରିପାରେ । ପଂଚାୟତ ନିର୍ବାଚନରେ ଆସନ ସଂରକ୍ଷଣ ନେଇ ପ୍ରସ୍ତାବ ଆସିପାରେ ।
Download Argus News App
