ଭାରତରେ ମୁଣ୍ଡପିଛା ବାର୍ଷିକ ନଷ୍ଟ ହେଉଛି 50 କେଜି ଖାଦ୍ୟ ।
ଭୁବନେଶ୍ୱର: ଆଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମଦିନ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ପେଟ୍ରୋଲିୟ ଓ ଇସ୍ପାତ କ୍ଷେତ୍ରରେ କେନ୍ଦ୍ରମନ୍ତ୍ରୀଙ୍କ ଅବଦାନକୁ ଭୁରି ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ । ସେହିପରି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ ମଧ୍ୟ ଧର୍ମେନ୍ଦ୍ରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଏହି ଅବସରରେ ସେ ତାଙ୍କର ଦୀର୍ଘାୟୁ କାମନା କରିବା ସହ ମହାପ୍ରଭୁ ଜଗନ୍ନାଥ ତାଙ୍କ ଚଲାପଥ କୁସୁମିତ କରନ୍ତୁ ବୋଲି ସେ କାମନା କରିଛନ୍ତି । ଏହାସହ ବିଭିନ୍ନ ମହଲରୁ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଶୁଭେଚ୍ଛାର ଶୁଅ ଛୁଟୁଛି ।
Birthday greetings to my Ministerial colleague, Shri @dpradhanbjp Ji. He has been making effective contributions in vital sectors such as petroleum and steel. Praying for his long and healthy life.
— Narendra Modi (@narendramodi) June 26, 2020