ଏହା ପରେ ମୃତଦେହକୁ ନିକଟସ୍ଥ ନଦୀରେ ଫୋପାଡ଼ି ଦେଇଥିଲା । ଗତ ମଙ୍ଗଳବାର ଦିନ ମୃତଦେହ ମିଳିଥିବା ବେଳେ ପୋଲିସ ତଦନ୍ତ ଆରମ୍ଭ କରିଛି । ଉକ୍ତ ମୃତଦେହ ଲାଲା ବିରୁଲିର ଏବଂ ତାକୁ ହତ୍ୟା କରାଯାଇଛି ବୋଲି ତଦନ୍ତରୁ ପୋଲିସ ଜାଣିବାକୁ ପାଇଥିଛି । ପୋଲିସ ଖୋଳତାଡ଼ ପରେ ଲାଲାକୁ ହତ୍ୟା କରିଥିବା ତା ସାଙ୍ଗ ରତନାକୁ ପୋଲିସ ଗିରଫ କରିବା ପରେ ଅଭିଯୁକ୍ତ ପୋଲିସ ଆଗରେ ବଖାଣିଚି ହତ୍ୟାକାଣ୍ଡର ପୁରା କାହାଣୀ । ଶରତ ପୋଲିସ ଅଭିଯୁକ୍ତକୁ ଗିରଫ କରିବା ସହିତ ହତ୍ୟାକାଣ୍ଡରେ ବ୍ୟବହୃତ ବାଡ଼ି ଏବଂ ପଥରକୁ ଜବତ କରିଛି ପୋଲିସ ।
ଅପରାଧ ଖବର ଆହୁରି ପଢ଼ନ୍ତୁ ।