Be the first to know any news. You will get latest stories and video updates through the day. You can turn them off anytime.
ଭୁବନେଶ୍ୱର: ଭୁବନେଶ୍ୱର ଇନଫୋସିଟି ଥାନା ଅଞ୍ଚଳରେ ଜଳି ଗଲା ଟ୍ରଲର । କେହି ଦୁର୍ବୁତ୍ତ ନିଆଁ ଲଗେଇ ଦେଇଥିବା ଆଶଙ୍କା କରାଯାଉଛି । ବିଳମ୍ବିତ ରାତ୍ରିରେ ନିଆଁ ଲାଗିଥିଲା । ଘଟଣା ସ୍ଥଳରେ ପୋଲିସ ଓ ଅଗ୍ନିଶମ ବାହିନୀ ପହଁଚି ନିଆଁକୁ ଆୟତ୍ତ କରିଛି । ପାଖରେ ଥିବା ଦୋକନ ଗୁଡିକ ଅଗ୍ନିକାଣ୍ଡରୁ ବର୍ତ୍ତିଯାଇଛି ।