ନାବାଳିକା ଅପହରଣ ଉଦ୍ୟମବେଳେ ଦୁଇ ଯୁବକଙ୍କୁ କାବୁ କଲେ ଗ୍ରାମବାସୀ !
ଭାରସାମ୍ୟ ହରାଇ ଟ୍ରକକୁ ପିଟିଲା ବସ୍

ଯାଜପୁର: ପାଣିକୋଇଲି ଥାନା ୨୦ ନମ୍ବର ଜାତୀୟ ରାଜପଥର ପାଣିକୋଇଲି ଛକ ନିକଟରେ ସଡକ ର୍ଦୁଘଟଣା । ଲୁଣ ବୋଝେଇ ଟ୍ରକକୁ ଧକ୍କା ଦେଲା ସ୍ୱର୍ଣ୍ଣଲକ୍ଷ୍ମୀ ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍ l ଗତକାଲି ବିଳମ୍ବିତ ରାତିରେ ବାଲେଶ୍ଵର ଅଭିମୁଖେ ଯାଉଥିବା ଏକ ଟ୍ରକ 20 ନମ୍ବର ଜାତୀୟ ରାଜପଥର ପାଣିକୋଇଲି ଛକ ନିକଟରେ ଚା ପିଇବାକୁ ଅଟକି ରହିଥିବାବେଳେ ଏକ ଘରୋଇ ଯାତ୍ରୀବାହୀ ବସ୍ ଭାରସାମ୍ୟ ହରାଇ ଧକ୍କା ଦେଇଥିଲା । ଫଳରେ ବସରେ ଥିବା ୩୦ ଯାତ୍ରୀଙ୍କ ମଧ୍ୟରୁ ଡ୍ରାଇଭର ସମେତ ୪ ଆହତ ହୋଇଥିବା ସୂଚନା ରହିଛି l
Download Argus News App
