ପୁଣି ତେଜିଲା ଚିଟ୍ ଫଣ୍ଡ ତାତି
ଅଜଣା ଗାଡ଼ି ଧକ୍କାରେ ୨ବାଇକ୍ ଆରୋହୀ ମୃତ

ସୁବର୍ଣ୍ଣପୁର: ସୁବର୍ଣ୍ଣପୁର ଦେଇ ଯାଇଥିବା ଖୋର୍ଦ୍ଧ-ବଲାଙ୍ଗିର ୫୭ ନଂ ଜାତୀୟ ରାଜପଥରେ ଏକ ମର୍ମନ୍ତୁନ୍ତ ଦୁର୍ଘଟଣା ଘଟିଛି । ଅଜଣା ଗାଡ଼ି ଧକ୍କାରେ ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି ।
ହିରୋ ଗ୍ଲାମର ଗାଡ଼ି ଓଡି ୦୩ ସି ୭୯୨୮ରେ ୨ଜଣ ଯାଉଥିବା ବେଳେ କୌଣସି ଏକ ଅଜଣା ଗାଡ଼ି ଧକ୍କା ଦେଇ ଫେରାର ହୋଇଯାଇଥିଲା । ଫଳରେ ଉଭୟଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିଲା । ପୋଲିସ ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ମୁଖ୍ୟ ଚିକିତ୍ସାଳୟକୁ ଆଣିଥିବାବେଳେ ମୃତକଙ୍କ ପରିଚୟ ମିଳିପାରିନି ।
Download Argus News App
