୨ଜଣ ମହିଳାଙ୍କ ମୃତ୍ୟୁକୁ ନେଇ ଗାଁରେ ଶୋକର ଛାୟା ଖେଳିଯାଇଛି। ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ରାଜପଥ ଅବରୋଧ କରାଯାଇଛି।
ଅଧିକ ଓଡ଼ିଶା ଖବର ପଢ଼ନ୍ତୁ
ଅର୍ଗସ ବ୍ୟୁରୋ: ବଗିଚାକୁ କାମ କରିବାକୁ ଯାଇଥିବାବେଳେ ଦୁଇ ଜଣ ମହିଳାଙ୍କୁ ହାତୀ ଆକ୍ରମଣ କରିଛି। ଘଟଣାସ୍ଥଳରେ ହିଁ ଦୁଇଜଣଙ୍କର ମୃତ୍ୟୁ ହୋଇଛି। ମୃତ ୨ ମହିଳା ହେଲେ ହିନ୍ଦୋଳ ଦୁଦୁରକୋଟ ଗାଁର। କିଛିଦିନ ହେଲା ଗାଁରେ ହାତୀ ଆତଙ୍କ ଦେଖାଦେଇଛି।
୨ଜଣ ମହିଳାଙ୍କ ମୃତ୍ୟୁକୁ ନେଇ ଗାଁରେ ଶୋକର ଛାୟା ଖେଳିଯାଇଛି। ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ରାଜପଥ ଅବରୋଧ କରାଯାଇଛି।
ଅଧିକ ଓଡ଼ିଶା ଖବର ପଢ଼ନ୍ତୁ