ନାବାଳିକା ଅପହରଣ ଉଦ୍ୟମବେଳେ ଦୁଇ ଯୁବକଙ୍କୁ କାବୁ କଲେ ଗ୍ରାମବାସୀ !
ଅଭାବନୀୟ କାଣ୍ଡ; ଘର ଭିତରେ ନିଆଁଲାଗି ୪ ଗୁରୁତର

ରାୟଗଡ଼ା : ରାୟଗଡ଼ା ଶିକରପାଇ ଗାଁରେ ଅଭାବନୀୟ କାଣ୍ଡ । ଘର ଭିତରେ ନିଆଁଲାଗି ୪ ଗୁରୁତର । ଚିତ୍କାର ଶୁଣିବା ପରେ ସ୍ଥାନୀୟ ଲୋକ ସମସ୍ତଙ୍କୁ ଉଦ୍ଧାର କରିଥିଲେ। ପରେ ଗୁରୁତର ଅବସ୍ଥାରେ ସମସ୍ତଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି । ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନଥିବା ବେଳେ ଅଗ୍ନିଶମ କର୍ମଚାରୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି ।
Download Argus News App
