ଅଧିକ ପଢନ୍ତୁ: ବୈଠକରେ ଓଡ଼ିଶା ସମେତ ୬ଟି ରାଜ୍ୟର ଶିକ୍ଷା ସଚିବ ଯୋଗଦେବାର କାର୍ଯ୍ୟକ୍ରମ
ଏହାସହ କେନ୍ଦ୍ର ସ୍କୁଲ ଶିକ୍ଷା ଏବଂ ସାକ୍ଷରତା ବିଭାଗର ସଚିବ, ଶିକ୍ଷା ଓ ଦକ୍ଷତା ବିକାଶ ବିଭାଗର ବରିଷ୍ଠ ଅଧିକାରୀ ଓ ଏନସିଇଆରଟିର ଅଧିକାରୀମାନେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି । ମୋଟ ଦୁଇ ଦିନିଆ ସମୀକ୍ଷା ବୈଠକରେ ଉପରୋକ୍ତ ରାଜ୍ୟର ସ୍କୁଲ ଶିକ୍ଷାର ଅଗ୍ରଗତି ଉପରେ ଚର୍ଚ୍ଚା ଆଲୋଚନା ହେବ।
ଓଡ଼ିଶା ନ୍ୟୁଜ ଆହୁରି ପଢନ୍ତୁ