Be the first to know any news. You will get latest stories and video updates through the day. You can turn them off anytime.
To view this video please enable JavaScript, and consider upgrading to a web browser that supports HTML5 video
୨୦୩୬ ବେଳକୁ ଓଡ଼ିଶାକୁ ଦେଶର ସଶକ୍ତ ଓ ସମୃଦ୍ଧ ରାଜ୍ୟ କରିବାକୁ ଲକ୍ଷ୍ୟ : ପ୍ରଧାନମନ୍ତ୍ରୀ
ଲଲ ଜାମିନ୍ ଆବେଦନ କରିନାହାନ୍ତି ବୋଲି ଦେଇଥିଲେ କି ମିଛ ବୟାନ ?
କିଏ କହୁଛି ସତ। ଭବ ପ୍ରକାଶ ଦାସ ଓରଫ ଲଲ ଦାସଙ୍କ ଓକିଲ ପୂର୍ଣ୍ଣ ଚନ୍ଦ୍ର ଦେଓ । ନା ବିଧାୟକ ହିମାଂଶୁ ସାହୁଙ୍କ ଓକିଲ ରଘୁନାଥ ଦାସ। ଶନିବାର ବିରଜା ହାଟରେ ବ୍ୟବସାୟୀଙ୍କୁ ଧମକ ଦେବା ଓ ମାଡ଼ ମାରିବା ଅଭିଯୋଗରେ ପୋଲିସ ବିଜେଡି ନେତା ବବି ଦାସଙ୍କ ଭାଇ ଭବ ପ୍ରକାଶ ଦାସ ଓରଫ ଲଲଙ୍କୁ ଗିରଫ କରି । ଏସଡିଜେଏମ୍ ଙ୍କ ବାସଭବନରେ ହାଜର କରିଥିଲେ। ତେବେ ଲଲଙ୍କୁ ମିଳିବ ବେଲ ନା ଯିବେ ଜେ
ବିଶ୍ବବିଦ୍ୟାଳୟଗୁଡ଼ିକୁ ପୁଣି ସ୍ବାୟତ୍ତତା ଫେରାଇବାକୁ ନିଷ୍ପତି ନେଲେ ରାଜ୍ୟ ସରକାର
ଅର୍ଗସ ବ୍ୟୁରୋ: କୂଳପତି ଓ ପ୍ରଫେସର ଚୟନ କ୍ଷେତ୍ରରେ ବିଶ୍ବବିଦ୍ୟାଳୟଗୁଡ଼ିକୁ ସ୍ବାୟତତ୍ତା ଫେରାଇବା ପ୍ରସଙ୍ଗରେ ରାଜ୍ୟ କ୍ୟାବିନେଟ ନେଇଛି ବଡ଼ ନିଷ୍ପତ୍ତି। ଓଡ଼ିଶା ବିଶ୍ବବିଦ୍ୟାଳୟ ସଂଶୋଧନ ଅଧିନିୟମ ୧୯୮୯ରେ ବାଜିଛି କ୍ୟାବିନେଟ୍ ମୋହର। ଫଳରେ ଏଣିକି ପୂର୍ବ ଭଳି ବିଶ୍ବବିଦ୍ୟାଳୟଗୁଡ଼ିକୁ ମିଳିବ ପ୍ରଫେସର ନିଯୁକ୍ତି ଦେବାର ଅଧିକାର। ଓପିଏସସି ବଦଳରେ ଆଗଭଳି କୁଳପତିଙ୍