ପ୍ରଥମ ଡୋଜ ନେଇସାରିଥିବା ବ୍ୟକ୍ତିଙ୍କ ସମୟ ସରିଥିଲେ ଡ୍ରାଇଭ ଇନରେ ଯାଇ ପୂର୍ବ ନିର୍ଧାରିତ କେନ୍ଦ୍ରରେ ଦ୍ଵିତୀୟ ଡୋଜ ନେଇପାରିବେ। ଜୁଲାଇ ଶେଷ ସୁଦ୍ଧା ଭୁବନେଶ୍ୱରରେ ଟିକାକରଣ ଶେଷ କରିବାକୁ ବିଏମସି ଲକ୍ଷ ରଖିଛି।
ଭୁବନେଶ୍ୱର: ଭୁବନେଶ୍ୱରରେ ଆଜିଠାରୁ ବିନା ସ୍ଲଟରେ ଟିକାକରଣ। ଡ୍ରାଇଭ ଇଂ କେନ୍ଦ୍ରରେ ଦ୍ୱିତୀୟ ଡୋଜ ପାଇଁ ବ୍ୟବସ୍ଥା ହୋଇଥିବାବେଳେ ୩୦ କେନ୍ଦ୍ରରେ ଓ୍ୱାକ ଇନ ବ୍ୟବସ୍ଥା ହୋଇଛି। ଆଦୌ ଟୀକା ନେଇନଥିବା ବ୍ୟକ୍ତି ଓ୍ବାକ ଇନରେ ଯାଇ ଟୀକା ନେବେ। ଆଧାରକାର୍ଡ ନେଇ ଟିକାକରଣ କେନ୍ଦ୍ରକୁ ଗଲେ ବିନା ରେଜିଷ୍ଟ୍ରେସନ ରେ ନେଇପାରିବେ ଟୀକା।
ପ୍ରଥମ ଡୋଜ ନେଇସାରିଥିବା ବ୍ୟକ୍ତିଙ୍କ ସମୟ ସରିଥିଲେ ଡ୍ରାଇଭ ଇନରେ ଯାଇ ପୂର୍ବ ନିର୍ଧାରିତ କେନ୍ଦ୍ରରେ ଦ୍ଵିତୀୟ ଡୋଜ ନେଇପାରିବେ। ଜୁଲାଇ ଶେଷ ସୁଦ୍ଧା ଭୁବନେଶ୍ୱରରେ ଟିକାକରଣ ଶେଷ କରିବାକୁ ବିଏମସି ଲକ୍ଷ ରଖିଛି।
ନୂଆଦିଲ୍ଲୀ: ଆଜି ଭାରତୀୟ ନୌସେନା ଦିବସ । ଶୌର୍ଯ୍ୟ ଓ ପରାକାଷ୍ଠା ଦେଖାଇବାର ଦିନ । ଏଥିପାଇଁ ମହାରାଷ୍ଟ୍ରର ସିନ୍ଧୁଦର୍ଗରେ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି । ଯେଉଁଠି ନୌବୀର ମାନେ ନିଜର ପରାକାଷ୍ଠା ଦେଖାଇବେ । ଏହି କାର୍ଯ୍ୟକ୍ରମରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅବସରରେ ରାଜକୋଟ ଦୁର୍ଗରେ ଛତ୍ରପତି ଶିବାଜୀ ମହାରାଜାଙ୍କ ଏକ ପ୍ରତିମୂର୍ତ୍ତି ଉନ୍ମୋଚନ କରିବେ ପିଏମ୍ ।
ପ୍ରତିବର୍ଷ ଡିସେମ୍ବର ୪କୁ ନୌସେନା ଦିବସ ଭାବେ ପାଳନ କରାଯାଏ । ଆଜିର କାର୍ଯ୍ୟକ୍ରମରେ ନୌବୀରମାନେ ନିଜର ପରାକାଷ୍ଠା ଦେଖାଇବେ । ଏହାସହ ନୌସେନାର ଅନେକ ୱାର୍ ସିପ୍ ନିଜର ପରାକ୍ରମ ଦେଖାଇବେ । ଏହି ଅବସରରେ ରାଜକୋଟ ଦୁର୍ଗରେ ଛତ୍ରପତି ଶିବାଜୀ ମହାରାଜାଙ୍କ ଏକ ପ୍ରତିମୂର୍ତ୍ତି ଉନ୍ମୋଚନ କରିବେ ପିଏମ୍ । ପ୍ରତିବର୍ଷ ଡିସେମ୍ବର ୪କୁ ନୌସେନା ଦିବସ ଭାବେ ପାଳନ କରାଯାଏ । ଆଜିର କାର୍ଯ୍ୟକ୍ରମରେ ନୌବୀରମାନେ ନିଜର ପରାକାଷ୍ଠା ଦେଖାଇବେ । ଏହାସହ ନୌସେନାର ଅନେକ ୱାର୍ ସିପ୍ ନିଜର ପରାକ୍ରମ ଦେଖାଇବେ ।
ଅଧିକ ପଢନ୍ତୁ ଭାରତ ଖବର
କଟକ: କାଲି ପ୍ରଥମାଷ୍ଟମୀ, ଘରେ ଘରେ ଏଣ୍ଡୁରୀ ପିଠାର ମହକ ସାଙ୍ଗକୁ ଦେଖିବାକୁ ମିଳିବ ଓଡିଆ ସଂସ୍କୃତିର ଝଲକ । ଜ୍ୟେଷ୍ଠ ସନ୍ତାନଙ୍କ ସୁଖ ସମୃଦ୍ଧି ଦୀର୍ଘ ଜୀବନ ପାଇଁ ପ୍ରତ୍ୟେକ ଓଡିଆ ଘରେ ପାଳନ ହୋଇଥାଏ ପ୍ରଥମାଷ୍ଟମୀ । ତେବେ ଏଥିପାଇଁ ମଧ୍ୟ ସ୍ବତନ୍ତ୍ର ନୀତିକାନ୍ତୀ ହେବାର କାର୍ଯ୍ୟକ୍ରମ ରହିଛି । ମାମୁ ଘରୁ ଶ୍ରୀଜଗନ୍ନାଥଙ୍କ ପାଖକୁ ଯିବ ପଢ଼ୁଆଁ ଭାର । ପୋଢୁଆଁ ହେବେ ମହାବାହୁ । ନିଆଳି ମାଧବଙ୍କ ପୀଠରୁ ପଢୁଆଁ ସାମଗ୍ରୀ ଶ୍ରୀମନ୍ଦିରରେ ପହଞ୍ଚିବା ପରେ ଶ୍ରୀଜିଉଙ୍କ ଅଙ୍ଗରେ ନୂଆ ଲୁଗା ସହ ଖଦି ଓ ଛେଦା ପ୍ରସାଦ ଲାଗି ହେବ।
ଆଜି ଏହି ଭାର ନେଇ ଶ୍ରୀମନ୍ଦିରରେ ପହଞ୍ଚିବେ ହଜାର ହଜାର ସଂଖ୍ୟାରେ ଭକ୍ତ । ଶୋଭାଯାତ୍ରାରେ ଭୋଇ ସେବକ, ମହୁରିଆ, ପାଇକ ଆଖଡ଼ା, ରମତାଳି, ସଙ୍କୀର୍ତ୍ତନ ଦଳ, ବେହେରା ସେବକମାନେ କାର୍ଯ୍ୟସୂଚୀ ଅନୁସାରେ ଯାତ୍ରା କରିବେ । ପାଟ, ଫଳ ମୂଳ, ଅରୁଆ ଚାଉଳ, ବିରି, ନଡ଼ିଆ, ଘିଅ, ମହୁ ଆଦି ବିଭିନ୍ନ ପ୍ରକାର ଦ୍ରବ୍ୟ ନେଇ ନିଆଳି ପ୍ରାଚୀ କ୍ଷେତ୍ରରୁ ହଜାର ହଜାର ଭକ୍ତ ଶ୍ରୀକ୍ଷେତ୍ର ଅଭିମୁଖେ ଯାତ୍ରା କରିବେ ।
ଅଧିକ ପଢନ୍ତୁ ଓଡ଼ିଶା ଖବର