ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ: ବୌଦ୍ଧ କଣ୍ଟାମାଳରେ ବିଜେଡିକୁ ଜୋରଦାର ଆଟାକ୍ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଧର୍ମେନ୍ଦ୍ର କହିଛନ୍ତି, ରାଜ୍ୟରେ ଚାଲିଛି ଭିଡିଓ ସରକାର। ଗୁମାସ୍ତାଙ୍କ ହାତରେ ରାଜ୍ୟ ଶାସନର ରିମୋଟ୍ କଣ୍ଟ୍ରୋଲ ରହିଛି। ଓଡ଼ିଆ ଅସ୍ମିତା ବଞ୍ଚାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତିନିଧିଙ୍କୁ ନିର୍ବାଚିତ କରିବାକୁ ଆହ୍ବାନ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ । ଖାଲି ଏତିକି ନୁହେଁ, ପ୍ରଣବ ପ୍ରକାଶ ଦାସଙ୍କୁ କଟାକ୍ଷ କରିଛନ୍ତି ଧର୍ମେନ୍ଦ୍ର । କଟାକ୍ଷ କରି କହିଛନ୍ତି, ସମ୍ବଲପୁରରେ ମୋ ସହ ପ୍ରତିଦ୍ବନ୍ଦ୍ବିତା କରୁଛନ୍ତି ଜଣେ କ୍ରିତଦାସ।
ଅଧିକ ପଢ଼ନ୍ତୁ ଓଡିଶା ଖବର:
ଅର୍ଗସ ବ୍ୟୁରୋ : ପୋଲିସ ଅଧିକାରୀଙ୍କୁ ବିଜେଡ଼ି ମଞ୍ଚରେ ଭାଷଣ ଦେବା ପଡ଼ିଲା ମହଙ୍ଗା । ବିଜେପିର ଅଭିଯୋଗ ପରେ ଦୁଇ ପୋଲିସ ଅଧିକାରୀଙ୍କ ବଦଳି ନିର୍ଦ୍ଦେଶ ଦେଲେ ନିର୍ବାଚନ କମିଶନ । କଟକ - ଭୁବନେଶ୍ଵର ପୋଲିସ କମିଶନର, ପୋଲିସ ଡିଆଜିଙ୍କୁ ନିର୍ଦ୍ଦେଶ ।
ଅଧିକ ପଢନ୍ତୁ ଓଡ଼ିଶା ଖବର
ହୋଇଥିବା ତଦନ୍ତ ସନ୍ତୋଷଜନକ ନୁହେଁ ବୋଲି କ୍ଷୋଭ ପ୍ରକାଶ କଲେ ନିର୍ବାଚନ କମିଶନ । ଇଦୁଲ ଫିତର ନାଁରେ ଚୌଦ୍ଵାର ଥାନା ଆଇଆଇସି ବିଶ୍ଵ ରଞ୍ଜନ ସାହୁ ଏବଂ ଏସଆଇ ସରସ୍ଵତୀ ସାହୁ ଗୋଟିଏ ମଞ୍ଚରେ ବିଜେଡ଼ି ନେତାଙ୍କ ସହ ବସି ଭାଷଣ ଦେଉଥିଲେ । ଏ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦ ହୋଇଥିଲା ବିଜେପି ।