Read More Odisha News.
ଭିଜିଲାନ୍ସ ଜାଲରେ ସରକାରୀ ଅଧିକାରୀ

ଅର୍ଗସ ବ୍ୟୁରୋ : ଭିଜିଲାନ୍ସ ଜାଲରେ ସରକାରୀ ଅଧିକାରୀ । 10ହଜାର ଟଙ୍କା ଲାଞ୍ଚ ନେଇ ଧରାପଡିଲେ ଚମ୍ପୁଆ ପ୍ରାଣୀ ଚିକିତ୍ସାଳୟର ବରିଷ୍ଠ କିରାଣୀ । ପ୍ରାଣୀ ଚିକିତ୍ସାଳୟର ବରିଷ୍ଠ କିରାଣୀ ମହେନ୍ଦ୍ର ସେଠୀ 10 ହଜାର ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । ଭିଜିଲାନ୍ସର ଟିମ ମହେନ୍ଦ୍ରଙ୍କ ଚମ୍ପୁଆ ସରକାରୀ କାର୍ଯ୍ୟାଳୟ, ବାସ ଭବନ ସମେତ ଯାଜପୁର ଜିଲ୍ଲାର ଘରେ ମଧ୍ୟ ଏକ କାଳୀନ ଚଢ଼ାଉ କରିଥିବା ସୂଚନା ମିଳିଛି ।
Download Argus News App
