ତେବେ ଦାୟିତ୍ୱରେ ଥିବା କୋଷାଧ୍ୟକ୍ଷଙ୍କୁ ଏନେଇ ପୌର ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ତାଗିଦ କରି ଉକ୍ତ ଟଙ୍କା ଜମା କରିବାକୁ ନିର୍ଦ୍ଦେଶ ଦେଇଥିଲେ । ତେବେ ଆଜି ଭିଜିଲାନ୍ସ ପକ୍ଷରୁ ଖୋଳତାଡ଼ ଆରମ୍ଭ ହୋଇଛି ।
ଆହୁରି ଅଧିକ ଓଡିଶାର ଅନ୍ଯାନ୍ଯ ତାଜା ଖବର ପଢ଼ନ୍ତୁ...
୨୫ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଆତ୍ମସାତ ହୋଇଥିବା ଅଭିଯୋଗ

ଅର୍ଗସ ବ୍ୟୁରୋ: ରାୟଗଡା ଜିଲ୍ଲା ଗୁଣୁପୁର ପୌରପରିଷଦରେ ଭିଜିଲାନ୍ସ ଅଧିକାରୀ । ପ୍ରାୟ 25 ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଆତ୍ମସାତ ହୋଇଥିବା ଅଭିଯୋଗରେ ଆଜି ଭିଜିଲାନ୍ସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି । ଗତ 2018-19 ଆର୍ଥିକ ବର୍ଷର ଅଡିଟ ରିପୋର୍ଟରେ ଏହି ଟଙ୍କାର ହିସାବ ମିଳୁନଥିବା ଜଣାପଡିଛି ।
Download Argus News App
