ଅଧିକ ପଢ଼ନ୍ତୁ: ମିଠା ଦୋକାନରେ ଚଢାଉ କରି ୫ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ପୋଲିସ୍, ମାଲିକ ଗିରଫ୍
ମାମଲାଟିକୁ ଚପାଇଦେବାକୁ ଉଦ୍ୟମ କରି ବିଫଳ ହେବା ପରେ ଗୁରୁତର ନାବାଳକକୁ ପ୍ରଥମେ ବିଶ୍ୱନାଥପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର, ଭବାନୀପାଟଣା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସେଠାରୁ ଭୁବନେଶ୍ୱର ସ୍ଥାନାନ୍ତରିତ କରାଯାଉଥିବା ସୂଚନା ମିଳିଛି। ୧୫ ବର୍ଷୀୟ ସୁଶାନ୍ତ ଚାରି ମାସରୁ ଅଧିକ ସମୟ ହେଲା ଏହି ମିଲରେ ଶ୍ରମିକ ଭାବେ କାମ କରୁଥିଲା।