ଆଜି ୫ ଜିଲ୍ଲା ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ନୂଆପଡ଼ା ଓ ସମ୍ବଲପୁରକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସମ୍ଭାବିତ ପ୍ରବଳ ବର୍ଷା ପ୍ରଭାବରେ କିଛି ଜିଲ୍ଲାର ତଳିଆ ଅଞ୍ଚଳରେ ସାମୟିକ ଜଳମଗ୍ନ ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।
୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ସମ୍ଭାବନା, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ବଙ୍ଗୋପସାଗର ଉପକୂଳ ଓ ସଂଲଗ୍ନ ପଶ୍ଚିମବଙ୍ଗରେ ସକ୍ରିୟ ରହିଛି ଲଘୁଚାପ । ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ପଶ୍ଚିମବଙ୍ଗ, ଝାରଖଣ୍ଡ ଓ ବିହାର ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି। ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବା ସହ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ମନୀଷାଙ୍କୁ ହେଲା ୫୨, ଏବେବି ସେ ଫିଟ୍

ଅର୍ଗସ ବ୍ୟୁରୋ: ୫୨ ବର୍ଷରେ ପାଜ ଥାପିଛନ୍ତି ମନୀଷା କୋଇରାଲ୍ । ୧୯୭୦ ମସିହା ଆଜିରେ ଦିନରେ ନେପାଳର କାଠମାଣ୍ଡୁରେ ଜନ୍ମଗ୍ରହଣ କରିଥିଲେ ମନିଷା । ବଲିଉଡର ଜଣେ ଆଗ ଧାଡିର ଅଭିନେତ୍ରୀ ହେଉଛନ୍ତି ମନୀଷା କୋଇରାଲ। ସେ ନିଜର ଦକ୍ଷ ଅଭିନୟ ପାଇଁ ସମସ୍ତଙ୍କ ହୃଦୟରେ ଏବେବି ରାଜ କରୁଛନ୍ତି। ନେପାଳ ପୃଷ୍ଠଭୂମିରୁ ଆସିଥିଲେ ମଧ୍ୟ ଜଣେ ଭାରତୀୟ ଅଭିନେତ୍ରୀ ଭାବରେ ସ
Download Argus News App
