ଉତ୍ତପ୍ତ ବାୟୁମଣ୍ଡଳ ସଂସ୍ପର୍ଶରେ ଆସି ଜଳୀୟବାଷ୍ପ କିଛି ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ଥିବାର ବି, ଚେତାବନୀ ଜାରି କରାଯାଇଛି।୧୫ରୁ ୧୭ ତାରିଖ ପର୍ଯ୍ୟନ୍ତ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ଏବଂ ୧୮ ତାରିଖଠାରୁ ବର୍ଷା ପରିମାଣ ବଢ଼ିବ। ମୌସୁମୀ ଏବେ ଦୁର୍ବଳ ରହିଥିବାରୁ ଅଧିକ ବର୍ଷା ହେବାର ସମ୍ଭାବନା ନାହିଁ। ଆଜିଠାରୁ ରାଜ୍ୟରେ ଖରା ହେବ। ସକାଳୁ ସକାଳୁ ଖରାର ପ୍ରକୋପ ଦେଖିବାକୁ ମିଳିଛି।