ରତନପୁର ବଧି ସାହିର ଦାଶ ବେହେରାଙ୍କ କୂଅରେ ଏକ ଜଙ୍ଗଲୀ ବାରହା ପଡ଼ିଥିବାର ଦେଖି ଗାଁ ଲୋକମାନେ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି କୂଅରୁ ମୃତ ବାରାହାକୁ ଉଦ୍ଧାର କରି ବନବିଭାଗକୁ ହସ୍ତାନ୍ତର କରିଛନ୍ତି ବୋଲି ଟାଙ୍ଗି ଅଗ୍ନିଶମ ବିଭାଗ ଅଧିକାରୀ ସୂଚନା ଦେଇଛନ୍ତି।
ଅଧିକ ଓଡ଼ିଶା ଖବର ପଢ଼ନ୍ତୁ