ଅଧିକ ପଢନ୍ତୁ ଓଡ଼ିଶା ଖବର
ଏହାରି ମଧ୍ୟରେ ରାଜ୍ୟରେ ବିଷାକ୍ତ ମଦ ପିଇ ୨୮୭ ଜଣ ଲୋକଙ୍କ ମୃତ୍ୟୁ ହୋଇଥିବା ନେଇ ସୂଚନା ଅଧିକାର ଆଇନ ବଳରେ ତଥ୍ୟ ମିଳିଛି । ସବୁଠାରୁ ଅଧିକ ବିଜୁ ଜନତା ଦଳ ସରକାରଙ୍କ ସମୟରେ ବିଷାକ୍ତ ମଦ ପିଇ ଲୋକଙ୍କ ଜୀବନ ଯାଇଛି ବୋଲି ଅଭିଯୋଗ କରିଛନ୍ତି ପ୍ରଦେଶ କଂଗ୍ରେସ କମିଟି ମୁଖପାତ୍ର ନିଶିକାନ୍ତ ମିଶ୍ର ।