ତାଙ୍କ ଚିତ୍କାର ଶୁଣି ପରିବାର ଲୋକେ ଉଦ୍ଧାର କରିବା ସହ ପାଟଣା ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ଗୁରୁତର ମହିଳାଙ୍କୁ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ରେ ଭର୍ତ୍ତି କରିଥିଲେ। ତାଙ୍କ ଶରୀରର ୬୦ ପ୍ରତିଶତ ରୁ ଉର୍ଦ୍ଧ୍ବ ଅଂଶ ପୋଡ଼ି ଯାଇଥିବା ବେଳେ ତାଙ୍କୁ ସେଠାରୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।
ଓଡିଶା ଖବର ଆହୁରି ପଢ଼ନ୍ତୁ ।