ଘଟଣାସ୍ଥଳରେ ସଂଜ୍ଞାହୀନ ଅବସ୍ଥାରେ ପରିବାର ଲୋକ ଉଦ୍ଧାର କରି ବାସୁଦେବପୁର ମେଡିକାଲରେ ଭର୍ତି କରିଥିଲେ । ହେଲେ ଡାକ୍ତର ମୃତ ଘୋଷଣା କରିଥିଲେ । ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହେଇଛି ।
ଓଡିଶା ଖବର ଆହୁରି ପଢ଼ନ୍ତୁ ।
ବିଦ୍ୟୁତ ଆଘାତରେ ମହିଳାଙ୍କ ମୃତ୍ୟୁ

ଭଦ୍ରକ: ବିଦ୍ୟୁତ ଆଘାତରେ ମହିଳାଙ୍କ ମୃତ୍ୟୁ । ଏପରି ଅଘଟଣ ଘଟିଛି ବାସୁଦେବପୁର ବ୍ଲକ ଜଗନାଥପ୍ରସାଦ ପଂଚାୟତ ଜୟକୃଷ୍ଣପୁର ଗ୍ରାମରେ । ମୃତ ମହିଳା ହେଉଛନ୍ତି ସେହି ଗ୍ରାମର ଅବଳା ଘଡେଇ । ଆଜି ସକାଳେ ମହିଳା ଘରେ ଝାଡୁ ମାରୁଥିବା ବେଳେ ପୂର୍ବରୁ ତଳେ ଛିଡି ପଡିଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଥିଲେ ।
Download Argus News App
