ଗାଁର ପ୍ରେମଚନ୍ଦ୍ର ନାୟକଙ୍କ ପତ୍ନୀ ସୁକାନ୍ତି ନାୟକ ଯ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଦୁର୍ଘଟଣାରେ ତାଙ୍କ ହାତ ପାପୁଲି କଟିଯାଇଥିବା ବେଳେ ତାଙ୍କୁ ଗୁରୁତର ଅବସ୍ଥାରେ ବାଲେଶ୍ବର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ଜଣାପଡିଛି।
ଟ୍ରେନ ଆଗକୁ ଡେଇଁ ମହିଳା ଗୁରୁତର; ଡାକ୍ତରଖାନାରେ ଭର୍ତ୍ତି
ଶଙ୍କରପୁରରେ ସିଏମସିର ଚଢଉ

କଟକ: ଅସ୍ଵାସ୍ଥ୍ୟକର ପରିବେଶରେ ତିଆରି ହେଉଛି ଗୁପଚୁପ୍ । କଟକ ଶଙ୍କରପୁରରେ ଚଢଉ କଲା ସିଏମସିର ଖାଦ୍ୟ ସୁରକ୍ଷା ବିଭାଗର କର୍ମଚାରୀ । ଘର ଆଗରେ ଡମ୍ପିଂ ୟାର୍ଡ ରହିଥିବାବେଳେ, ଘର ବାହାରେ ଚାଲିଛି ଗୁପଚୁପ୍ ତିଆରି । ଏହାସହ ଗୁପଚୁପ୍ ତିଆରି ବ୍ୟବହାର ହେଉଥିବା ପାଣି ଅତ୍ୟନ୍ତ ଅପରିସ୍କାର, ଗୁପଚୁପ ତିଆରି ହେଉଥିବା ତେଲ ମଧ୍ୟ ପୋଡା । ଏହାସହ ଗୁପଚୁପରେ ବ୍ୟବହା
Download Argus News App
