ଏହି ମେଳାକୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଭିଡିଓ କନଫେରନସି ମାଧ୍ୟମରେ ଉଦ୍ଘାଟନ କରିଛନ୍ତି। ଉଦ୍ଘାଟନ ସମାରୋହରେ ମୁଖ୍ୟମନ୍ତ୍ରୀ ଆଇ.ଡ଼ବ୍ଲ୍ୟୁ.ଇ.ସି ନିଜର ୧୦୦+ସଦସ୍ୟ ମାଇଲଖୁଣ୍ଟ ଅତିକ୍ରମ କରିବା ନେଇ ସାଧୁବାଦ ଜଣାଇଥିଲେ।
ଆହୁରି ଅଧିକ ଓଡିଶା ଖବର ପଢ଼ନ୍ତୁ...
ଭୁବନେଶ୍ଵରରେ “ଭାରତର ପ୍ରଥମ ମହିଳା ବିଜନେସ୍ ମେଳା ୨୦୨୨” ଉଦ୍ଘାଟିତ
ଭୁବନେଶ୍ଵର: ଭୁବନେଶ୍ଵରରେ “ଭାରତର ପ୍ରଥମ ମହିଳା ବିଜନେସ୍ ମେଳା ୨୦୨୨” ଉଦ୍ଘାଟିତ। ଇଣ୍ଡିଆନ ଚାମ୍ବର ଅଫ କମର୍ସର ୱିମେନ ଏଣ୍ଟରପ୍ରିନ୍ୟୁରସିପ୍ କାଉନ୍ସିଲ୍ ଦ୍ବାରା ଆୟୋଜିତ ଭାରତର ପ୍ରଥମ ମହିଳା ବ୍ୟବସାୟ ମେଳା ଜନତା ମଇଦାନଠାରେ ଆରମ୍ଭ ହୋଇଛି ।
ରଥଟଣାର ଡେମୋ ଦେଖାଇଲେ ପୋଲିସ ବାହିନୀ
ପୁରୀ: ଜୁଲାଇ ୧ରେ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା । ଶ୍ରୀକ୍ଷେତ୍ର ଚଳଚଞ୍ଚଳ । ଶୃଙ୍ଖଳିତ ରଥଯାତ୍ରା କରିବା ପାଇଁ ପୁଲିସ ବିଭାଗ ପକ୍ଷରୁ ସ୍ୱତନ୍ତ୍ର ମକଡ୍ରିଲ କରାଯାଉଛି । ରଥଟଣା କାର୍ଯ୍ୟ କିଭଳି ସୂଚାରୁରୂପେ ସମ୍ପାଦନ ହୋଇପାରିବ ତାହାର ଡେମୋ କରାଯାଉଛି । ରଥ ପୁଲିଂରେ ଯେଭଳି ଅସୁବିଧା ନହୁଏ ସେଥିପାଇଁ ପ୍ରଥମେ ତାଳଧ୍ଵଜ ରଥ, ଦ୍ବିତୀୟରେ ଦେବଦଳନ ରଥ ଓ ଶେଷରେ ନନ୍ଦିଘୋ
Download Argus News App
