ଯାହାକୁ ନେଇ ସନ୍ତୋଷ ନିଜ ଘରେ ଆତ୍ମହତ୍ୟା କରିଥିବା ପରିବାର ଲୋକେ କହୁଛନ୍ତି । ଖବର ପାଇ ବୁଗୁଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରିବା ସହ ବ୍ୟବଚ୍ଛେଦ କରିବା ପାଇଁ ଭଞ୍ଜନଗର ପଠାଇଥିବା ଜଣାପଡିଛି । ତେବେ ପୁଲିସ ଏ ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।
ପ୍ରେମ ସମ୍ପର୍କକୁ ନେଇ ଯୁବକଙ୍କ ଆତ୍ମହତ୍ୟା ଅଭିଯୋଗ
Download Argus News App
