ଅଭିଯୁକ୍ତ ଗୁପଚୁପ ବେପାରୀ ସେହି ଗାଁର ଜଗବନ୍ଧୁ ସାହୁ। ପୁରୁଣା ବକେୟା ଟଙ୍କାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା ପରେ ଗୁପଚୁପ୍ ବେପାରୀଙ୍କ ଛୁରାମାଡ଼ରେ ବିଭୂତିର ମୃତ୍ୟୁ ହୋଇଥିଲା। ଖବର ପାଇ ଘଟଣା ସ୍ଥଳରେ ପରଜଙ୍ଗ ପୋଲିସ ପହଞ୍ଚି ଅଧିକ ତଦନ୍ତ ଚଳାଇଛି । ତଦନ୍ତ ପରେ ଆହୁରି ଅଧିକ ସତ୍ୟାସତ୍ୟ ସାମ୍ନାକୁ ଆସିବ।
ଅପରାଧ ଖବର ଆହୁରି ପଢ଼ନ୍ତୁ ।
ଗୁପ୍ଚୁପ୍ ବେପାରି ନେଲା ଜୀବନ

ଢେଙ୍କାନାଳ : ଗୁପ୍ଚୁପ୍ ବେପାରି ନେଲା ଜୀବନ। ପିଆଜ କାଟୁଥିବା ଛୁରୀରେ ଯୁବକଙ୍କ ହତ୍ୟା କଲା ଗୁପ୍ଚୁପ୍ ବେପାରି। ଏଭଳି ଏକ ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଲୋଧଣୀ ପଞ୍ଚାୟତ ଅନ୍ତର୍ଗତ ପାଳସାହି ଗାଁରେ। ଗାଁରେ ଆତଙ୍କ ଖେଳାଇ ଦେଇଛି ଏହି ବିଭତ୍ସ ହତ୍ୟାକାଣ୍ଡ । ଗୁପଚୁପ ଖାଇ ବକେୟା ଟଙ୍କା ନଦେବାରୁ ମଦ୍ୟପ ଯୁବକଙ୍କୁ ପିଆଜ କଟା ଛୁରାରେ ହତ୍ୟା କରିଛି ଗୁପଚୁପ ବେପାରୀ । ମୃତ ଯୁବକ ଜଣଙ୍କ ପାଳସାହି ଗାଁର ବିଭୂତି ସାହୁ ।
ରାସ୍ତାକଡକୁ ଖସିଲା ବସ୍, ୨୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ

ଅର୍ଗସ ବ୍ୟୁରୋ: ବାଘମାରି ସିମୋର ରାସ୍ତା ମଝିରେ ଭାରସାମ୍ୟ ହରାଇ ରାସ୍ତା କଡକୁ ଖସିଲା ଯାତ୍ରୀବାହୀ ବସ୍। ବସଟି ବାଙ୍କୀରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ ଭାରସାମ୍ଯ ହରାଇ ରାସ୍ତା କଡରେ ଖସି ପଡିଥିଲା। ଏଥିରେ 20ଯାତ୍ରୀ ଆହାତ ହୋଇଥିବା ବେଳେ 3 ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ସମସ୍ତଙ୍କୁ ଖୋର୍ଦ୍ଧା ଜିଲ୍ଲା ହସ୍ପିଟାଲ ରେ ଭର୍ତି କରାଯାଇଥିବ
Download Argus News App
