Be the first to know any news. You will get latest stories and video updates through the day. You can turn them off anytime.
To view this video please enable JavaScript, and consider upgrading to a web browser that supports HTML5 video
ଅଧିକରୁ ଅଧିକ ମତଦାନ ପାଇଁ ଅପିଲ୍ କଲେ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ପଞ୍ଜାବ କିଙ୍ଗ୍ସକୁ ୯ ରନ୍ରେ ହରାଇଲା ମୁମ୍ବାଇ ଇଣ୍ଡିଆନ୍ସ
ଅର୍ଗସ ବ୍ୟୁରୋ : ପୁଣି ବିଜୟର ଧାରାକୁ ଫେରିଲା ମୁମ୍ବାଇ ଇଣ୍ଡିଆନ୍ସ । ୯ ରନରେ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ । ପଞ୍ଜାବ ଏବଂ ମୁମ୍ବାଇ ମଧ୍ୟରେ ଅନୁଷ୍ଠିତ ଆଇପିଏଲ ମ୍ୟାଚରେ ମୁମ୍ବାଇ ବାଜି ମାରିଛି । ପ୍ରଥମେ ବ୍ୟାଟିଂ କରି ୭ ଓ୍ବିକେଟ ବିନିମୟରେ 192 ରନ କରିଥିଲା ମୁମ୍ବାଇ । ଜବାବରେ ପଞ୍ଜାବ ୧୯.୧ ଓଭରରେ ୧୮୩ ରନ କରି ଅଲଆଉଟ ହୋଇଯାଇଥିଲା । ସେପଟେ ମୁମ୍ବାଇର ପୂର୍ବତନ ଅଧିନାୟ
ଆଜି ଠୁ ଆଉ ରକ୍ଷା ନାହିଁ : ଦିନ ୧୧ଟା ପରେ ୪୫ ଡିଗ୍ରୀ ଛୁଇଁବ ତାପମାତ୍ରା !
ଅର୍ଗସ ବ୍ୟୁରୋ : ଅସହ୍ୟ ଖରା, ଗରମରେ ସନ୍ତୁଳି ହେଉଛି ଜନଜୀବନ । ରାଜ୍ୟରେ ଆହୁରି ୪ ଦିନ ଏହିଭଳି ଗ୍ରୀଷ୍ମ ପ୍ରବାହ ଜାରି ରହିବ । ଆଜି ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଥିବାବେଳେ ଆସନ୍ତାକାଲି ମଧ୍ୟ କିଛି ସ୍ଥାନରେ ତାପମାତ୍ରା ୪୫ ଡିଗ୍ରୀ ଛୁଇଁବ । ଗ୍ରୀଷ୍ମ ପ୍ରବାହକୁ ଆଖି ଆଗରେ ରଖି ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏପ୍ରିଲ ୨୦ ପରଠାରୁ ବର୍ଷା ଏବ