ବିଧାନସଭା ପରିସରରେ ସବୁ ଦଳର ପ୍ରତିନିଧିଙ୍କ ସହ ଆଲୋଚନା କରିବେ ବାଚସ୍ପତି । ଶୀତ ଅଧିବେଶନରେ ତାରକା ପ୍ରଶ୍ନ ଉପରେ ଆଲୋଚନା ନେଇ ମତ ନିଆଯିବ । ଆସନ୍ତା 20ରୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେବ ।
ଆଜି ବସିବ ସର୍ବଦଳୀୟ ବୈଠକ

ଭୁବନେଶ୍ୱର: ବିଧାନସଭା ଶୀତଅଧିବେଶନ ପୂର୍ବରୁ ଆଜି ବସିବ ସର୍ବଦଳୀୟ ବୈଠକ । ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର । ବୈଠକରେ ଶୀତ ଅଧିବେଶନ ପରିଚାଳନା ନେଇ ଆଲୋଚନା ହେବ ।
Download Argus News App
