ଗତ ଦିନିକିଆ ବିଶ୍ୱକପ୍ ପରେ ପାକିସ୍ତାନ କ୍ରିକେଟ୍ ଦଳର ଅଧିନାୟକ ପଦ ଛାଡିଦେଇଥିଲେ ବାବର ଆଜମ। ହେଲେ ଟି-୨୦ ବିଶ୍ୱକପ୍ ପୂର୍ବରୁ ତାଙ୍କୁ ପୁଣିଥରେ ଦଳର ଅଧିନାୟକ ଦାୟିତ୍ୱ ଦେଇଛି ବୋର୍ଡ।
ଅଧିକ ପଢ଼ନ୍ତୁ କ୍ରୀଡ଼ା ଖବର
ଅର୍ଗସ ବ୍ୟୁରୋ: ସାହିନ୍ ହଟିଲେ, ବାବର ଫେରିଲେ । ପୁଣିଥରେ ପାକିସ୍ତାନ ଦିନିକିଆ ଓ ଟି-୨୦ ଦଳର ଅଧିନାୟକ ନିଯୁକ୍ତ ହେଇଛନ୍ତି ବାବର ଆଜମ୍ । ଟି-୨୦ ବିଶ୍ୱକପ ପୂର୍ବରୁ ଏହି ଘୋଷଣା କରିଛି ପାକିସ୍ତାନ କ୍ରିକେଟ୍ ବୋର୍ଡ । ତେବେ କିନ୍ତୁ ପାକିସ୍ତାନ ଟେଷ୍ଟ ଟିମର କମାଣ ଶାନ ମସୁଦଙ୍କ ହାତରେ ରହିବ ବୋଲି ବୋର୍ଡ ସ୍ପଷ୍ଟ କରିଛି।
ଗତ ଦିନିକିଆ ବିଶ୍ୱକପ୍ ପରେ ପାକିସ୍ତାନ କ୍ରିକେଟ୍ ଦଳର ଅଧିନାୟକ ପଦ ଛାଡିଦେଇଥିଲେ ବାବର ଆଜମ। ହେଲେ ଟି-୨୦ ବିଶ୍ୱକପ୍ ପୂର୍ବରୁ ତାଙ୍କୁ ପୁଣିଥରେ ଦଳର ଅଧିନାୟକ ଦାୟିତ୍ୱ ଦେଇଛି ବୋର୍ଡ।
ଅଧିକ ପଢ଼ନ୍ତୁ କ୍ରୀଡ଼ା ଖବର
ଅର୍ଗସ ବ୍ୟୁରୋ : ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ସୁରେନ୍ଦ୍ର ସେଠୀ ପୂର୍ବତନ ବିଧାୟକ ସୁରେନ୍ଦ୍ର ସେଠୀ ବିଜେଡିରୁ ଇସ୍ତଫା ଦେଇଛନ୍ତି । କାକଟପୁରର ପୂର୍ବତନ ବିଧାୟକ ଶ୍ରୀ ସେଠୀ ମଙ୍ଗଳବାର ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ପତ୍ର ଲେଖି ସେ ନିଜର ଇସ୍ତଫା ସମ୍ପର୍କରେ ଜଣାଇଛନ୍ତି । ଶ୍ରୀ ସେଠୀ ୨୦୧୪ରେ କାକଟପୁର ବିଧାୟକ ହୋଇଥିଲେ । ହେଲେ ୨୦୧୯ରେ କିନ୍ତୁ ତାଙ୍କ ବଦଳରେ ବିଜେପିରୁ ଆସିଥିବା ନେତା ତୁଷାରକାନ୍ତି ବେହେରାଙ୍କୁ ବିଜେଡି ଟିକେଟ୍ ଦେଇଥିଲା।
ଅଧିକ ପଢନ୍ତୁ ଓଡ଼ିଶା ଖବର
ଅର୍ଗସ ବ୍ୟୁରୋ : କଂଗ୍ରେସ ଘୋଷଣା ବିଧାନସଭା ପ୍ରାର୍ଥୀ ତାଲିକା । କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ । କାକଟପୁରରୁ ପ୍ରାର୍ଥୀ ହେଲେ ବିଶ୍ବଭୂଷଣ ଦାସ । ବିଜେପିରୁ ଟିକେଟ ନମିଳିବାରୁ କଂଗ୍ରେସରେ ସାମିଲ ହୋଇଥିଲେ ।
ଅଧିକ ପଢନ୍ତୁ ଓଡ଼ିଶା ଖବର