ଇତିହାସ ରଚିଲା ହାଇଦ୍ରାବାଦ୍, ୫ ବିଜୟ ସହ ପଏଣ୍ଟ ଟେବୁଲର ଦ୍ୱିତୀୟ ସ୍ଥାନରେ
ଫଳରେ ଶ୍ରେୟସ ଆୟରଙ୍କ ନେତୃତ୍ବରେ ଘରୋଇ ଟିମ୍ କୋଲକାତା ପ୍ରଥମେ ବ୍ୟାଟିଂ କରିଥିଲା। ଦଳ ନିର୍ଦ୍ଧାରିତ ୨୦ ଓଭରରେ ୬ଟି ୱିକେଟ୍ ହରାଇ ୨୨୨ ରନ୍ ସଂଗ୍ରହ କରିଛ। ଫଳରେ ବେଙ୍ଗାଲୁରୁକୁ ୨୨୩ ରନ୍ର ବିଜୟ ଲକ୍ଷ୍ୟ ମିଳିଛି।
ଅଧିକ ପଢ଼ନ୍ତୁ କ୍ରୀଡ଼ା ଖବର