Be the first to know any news. You will get latest stories and video updates through the day. You can turn them off anytime.
To view this video please enable JavaScript, and consider upgrading to a web browser that supports HTML5 video
କାନପୁର ଟେଷ୍ଟରେ ଭାରତର ଦମଦାର ବିଜୟ
ନଭେମ୍ବରରୁ ରାଜ୍ୟରେ ଆରମ୍ଭ ହେବ ଖରିଫ ଧାନ କିଣା
ଭୁବନେଶ୍ୱର : ଆସନ୍ତା ନଭେମ୍ବରରୁ ରାଜ୍ୟରେ ଆରମ୍ଭ ହେବ ଖରିଫ ଧାନ କିଣା। କ୍ବିଣ୍ଟାଲ୍ ପିଛା 3100 ଟଙ୍କା ଦରରେ ଚାଷୀଙ୍କଠାରୁ ଧାନ କିଣିବେ ରାଜ୍ୟ ସରକାର। ବରଗଡ଼ ସୋହେଲାରୁ ହେବ ଧାନ କିଣାର ଶୁଭାରମ୍ଭ। ସୋହେଲାରେ ପୂର୍ବ ସରକାର ଚାଷୀଙ୍କୁ 100 ଟଙ୍କା ଲେଖାଏଁ ବୋନସ ଦେବାକୁ ଘୋଷଣା କରିଥିଲେ ହେଲେ ଦେଇ ନଥିଲେ। ଏନେଇ ବିଜେପି ମୁଖପାତ୍ର ସମୀର ଦାଶ କହିଛନ୍ତି, ଯେଉଁଠି 100
ମଦ ବିକ୍ରି ବନ୍ଦ କରିବାକୁ ଏକାଠି ହେଲେ ୪ ଗ୍ରାମର ମହିଳା
ସୁବର୍ଣ୍ଣପୁର: ମଦ ବିକ୍ରି ବନ୍ଦ କରିବାକୁ ଏକାଠି ହେଲେ ୪ ଗ୍ରାମର ମହିଳା । ଏନେଇ ସମସ୍ତ ଚାରି ଗ୍ରାମର ମହିଳା ଏକତ୍ରିତ ହୋଇ ଏକ ବୈଠକ କରିଛନ୍ତି । ଅଞ୍ଚଳରେ ମଦ ବିକ୍ରି ସମ୍ପୂର୍ଣ୍ଣ ବନ୍ଦ କରିବାକୁ ଉକ୍ତ ବୈଠକରେ ନିଷ୍ପତ୍ତି ନିଆଯାଇଛି । ଯଦି କେହି ଅମାନ୍ୟ ହୋଇ ମଦ ବିକ୍ରି କରି ସ୍ଥିତି ଭୟା ଭୟ ହେବ ବୋଲି ସଂପୃକ୍ତ ମହିଳାମାନେ ବୈଠକ ରେ ନିଷ୍ପତ୍ତି ନେଇଛନ୍ତି