ଟି-୨୦ ଫର୍ମାଟରେ ଜାଡେଜା ୨୦୦୯ରେ ଡେବ୍ୟୁ କରିଥିଲେ । ଶ୍ରୀଲଙ୍କା ବିପକ୍ଷରେ ମ୍ୟାଚ୍ ଖେଳି ଟି-୨୦ରେ କ୍ୟାରିୟର ଆରମ୍ଭ କରିଥିଲେ ଜାଡେଜା । ଦକ୍ଷିଣ ଆଫ୍ରିକା ବିପକ୍ଷରେ ଟି-୨୦ ଫାଇନାଲ ମ୍ୟାଚ୍ ଖେଳିବା ସହ ନିଜର ଅନ୍ତର୍ଜାତୀୟ ଟି-୨୦ ଅଭିଯାନ ଶେଷ କରିଛନ୍ତି ଜାଡେଜା। ଫାଇନାଲରେ ଜାଡେଜା ୨ ରନ୍ କରିଥିବା ବେଳେ ଗୋଟିଏ ଓଭର ବୋଲିଂ କରି ୧୨ ରନ୍ ବ୍ୟୟ କରିଥିଲେ।
ଅଧିକ ପଢ଼ନ୍ତୁ କ୍ରୀଡ଼ା ଖବର