ଅଧିକ ପଢନ୍ତୁ : ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା: ୨୯ରେ ନେବ ଅବପାତ ରୂପ
୧ରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବା ମନା କରାଯାଇଛି । ଓଡ଼ିଶା ପ୍ରତି ବିପଦ ନଥିବା କହିଛି ଆଞ୍ଚଳିକ ପାଣିପାଗ ବିଭାଗ । ସେପଟେ ସମ୍ଭାବ୍ୟ ବାତ୍ୟାକୁ ନେଇ ୭ ଜିଲ୍ଲା ପାଇଁ ସତର୍କତା ଜାରି କରିଛନ୍ତି ସ୍ବତନ୍ତ୍ର ରିଲିଫ୍ କମିଶନର । ଆସନ୍ତା ୧ ତାରିଖରୁ ସମୁଦ୍ର ଅଶାନ୍ତ ରହିବ । ପବନର ବେଗ ସର୍ବାଧିକ ୭୦ କିଲୋମିଟର ପର୍ଯ୍ୟନ୍ତ ରହିବ । ୨ ତାରିଖରେ ସମୁଦ୍ର ଅଧିକ ଅଶାନ୍ତ ହେବା ସମ୍ଭାବନା ରହିଛି ।