୨୧ ଜିଲ୍ଲାକୁ ବଜ୍ରପାତ ସହ ବର୍ଷା ଓ ପବନ ନେଇ ସତର୍କତା ଜାରି କରାଯାଇଛି। କୋହଲା ପାଗ ଯୋଗୁଁ ଗରମରୁ ମିଳିବ ଆଶ୍ବସ୍ତି। ସେହିସବୁ ଜିଲ୍ଲା ଗୁଡ଼ି ହେଲା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, କନ୍ଧମାଳ, କେଉଁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ , ଯାଜପୁର, କଳାହାଣ୍ଡି, ନୂଆପଡ଼ା, ନବରଙ୍ଗପୁର। ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ କୋରାପୁଟ, ରାୟଗଡ଼ା, ଗଜପତି, ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ଅଧିକ ପାଣିପାଗ ଖବର ପଢ଼ନ୍ତୁ