Videos
|
Business

Gold Today / ଦେଶର ପ୍ରମୁଖ ସହରରେ କମିଲା ସୁନା ଦର...କେଉଁଠି କେତେ ଚାଲନ୍ତୁ ଜାଣିବା

Ritu Das
Browse all articles by Ritu Das
·9 months ago·3 min read
ଦେଶର ପ୍ରମୁଖ ସହରରେ କମିଲା ସୁନା ଦର...କେଉଁଠି କେତେ ଚାଲନ୍ତୁ ଜାଣିବା

Key Points

ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧ ଲକ୍ଷ ୧୩ ହଜାର ୬୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୨୩ ହଜାର ୯୭୦ ଟଙ୍କା ରହିଛି ।
ସୁନା କିଣିବାକୁ ଲୋକଙ୍କର ସଉକ। କିନ୍ତୁ ସେହି ସୁନା ଦର ଏବେ ବଢ଼ି ବଢ଼ି ଚାଲିଛି। ଆକାଶଛୁଆଁ ହେଲାଣି ଦର। ଦେଶ ଓ ରାଜ୍ୟରେ ସବୁବେଳେ ସୁନା ଓ ରୁପାର ଦର ନିର୍ଦ୍ଧାରଣ ହୋଇଥାଏ। ନଜର ପକାନ୍ତୁ ଆଜି ଓଡ଼ିଶା ସମେତ ଦେଶର ପ୍ରମୁଖ ସହର ମାନଙ୍କରେ କେତେ ରହିଛି ସୁନା ଦର।
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧ ଲକ୍ଷ ୧୩ ହଜାର ୬୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୨୩ ହଜାର ୯୭୦ ଟଙ୍କା ରହିଛି । ଗତକାଲି ଅର୍ଥାତ ଶୁକ୍ରବାର ଅପେକ୍ଷା ଶନିବାର କମିଥିବା ଦେଖିବାକୁ ମିଳିଛି। 

ଏହାସହ ପଢ଼ନ୍ତୁ: ଭଡ଼ାରେ ଦେବେ ସୁନା, ଘରେ ବସି କରିବେ ରୋଜଗାର...

ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧ ଲକ୍ଷ ୧୩ ହଜାର ୬୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୨୩ ହଜାର ୯୭୦ ଟଙ୍କା ରହିଛି । ଭୁବନେଶ୍ବରରେ ଗତକାଲି ଅପେକ୍ଷା ଆଜି ଦର କମିଥିବା ଦେଖିବାକୁ ମିଳିଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ବରରେ ରୂପା ମୂଲ୍ୟ କିଲୋ ପ୍ରତି ୧ ଲକ୍ଷ ୬୦ ହଜାର ୯୦୦ ଟଙ୍କା ରହିଛି ।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ ପରିବର୍ତ୍ତନ ହୋଇଥିବା ଦେଖିବାକୁ ମିଳିଛି। ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରେ ଆଜି ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧ ଲକ୍ଷ ୧୩ ହଜାର ୬୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୨୩ ହଜାର ୯୭୦ ଟଙ୍କା ରହିଛି ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ରାଜଧାନୀ ଦିଲ୍ଲୀରେ ସୁନା ଦର ପରିବର୍ତ୍ତନ ହୋଇଥିବା ଦେଖିବାକୁ ମିଳିଛି । ଆଜି ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧ ଲକ୍ଷ ୧୩ ହଜାର ୬୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୨୩ ହଜାର ୯୭୦ ଟଙ୍କା ରହିଛି ।
ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧ ଲକ୍ଷ ୧୩ ହଜାର ୬୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୨୩ ହଜାର ୯୭୦ ଟଙ୍କା ରହିଛି ।

ଏହାସହ ପଢ଼ନ୍ତୁ: ଟ୍ରମ୍ପଙ୍କ ଏହି ୪ କାମ ସଫଳ ହେଲେ ଖସିଯିବ ସୁନା ସହ ରୂପା ମୂଲ୍ୟ !


ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଆଜି ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧ ଲକ୍ଷ ୧୩ ହଜାର ୬୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୨୩ ହଜାର ୯୭୦ ଟଙ୍କା ରହିଛି ।

ବେଙ୍ଗାଲୁରୁରେ ମଧ୍ୟ ଆଜି ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧ ଲକ୍ଷ ୧୩ ହଜାର ୬୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୧ ଲକ୍ଷ ୨୩ ହଜାର ୯୭୦ ଟଙ୍କା ରହିଛି । ରୂପା ମୂଲ୍ୟ କିଲୋ ପ୍ରତି ୧ ଲକ୍ଷ ୬୦ ହଜାର ୯୦୦ ଟଙ୍କା ରହିଛି ।
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ।

Related Topics

Explore more stories