ସୁନା କିଣିବାକୁ ଚାହୁଁଛନ୍ତି କି ? ଜାଣନ୍ତୁ ଆଜିର ଦର...

Key Points
ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୮,୭୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୭୨,୧୫୦ ଟଙ୍କା ରହିଛି । ସୁନା କିଣିବାକୁ ଚାହୁଁଛନ୍ତି କି ?
ଭୁବନେଶ୍ୱର: ସୁନା କିଣିବାକୁ ଚାହୁଁଛନ୍ତି କି ? କିଣିବା ପୂର୍ବରୁ ଜାଣନ୍ତୁ ଆଜିର ଦର। ଗତକାଲି ଅପେକ୍ଷା ଆଜି ସୁନାଦର ସାମାନ୍ୟ ବୃଦ୍ଧି ପାଇଛି । ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୮,୭୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୭୨,୧୫୦ ଟଙ୍କା ରହିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୭,୨୬୦ ଟଙ୍କା ହୋଇଥିବା ବେଳେ ୮ ଗ୍ରାମ ପିଛା ୫୭,୭୨୦ ଟଙ୍କା ରହିଛି ।
କଟକରେ ମଧ୍ୟ ସୁନା ଦରରେ କୌଣସି ପରିବର୍ତ୍ତନ ଦେଖିବାକୁ ମିଳିନାହିଁ । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୭୨,୧୫୦ ଟଙ୍କା ରହିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୭,୨୧୫ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୭,୭୨୦ ଟଙ୍କା ରହିଛି । ଏହାଛଡା ରୁପା ଦରରେ ସାମାନ୍ୟ ହ୍ରାସ ପାଇଛି । ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୯୮.୯୦ ଟଙ୍କା ରହିଥିବା ବେଳେ ୮ ଗ୍ରାମ୍ ପିଛା ୭୯୨ ଟଙ୍କା, ୧୦୦ ଗ୍ରାମ୍ ପିଛା ୯,୯୦୦ ଓ ୧ କେଜି ପିଛା ୯୯,୦୦୦ ଟଙ୍କା ରହିଛି।