Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
Education Next 2026Register now
|

Argus News - ନବରଙ୍ଗପୁରରେ ଏନକାଉଣ୍ଟର, ଜଣେ ନକ୍ସଲ ନିହତ

Crime

ନବରଙ୍ଗପୁରରେ ଏନକାଉଣ୍ଟର, ଜଣେ ନକ୍ସଲ ନିହତ

Smruti Parija
Browse all articles by Smruti Parija
·2 years ago
ନବରଙ୍ଗପୁରରେ ଏନକାଉଣ୍ଟର, ଜଣେ ନକ୍ସଲ ନିହତ

ନବରଙ୍ଗପୁର: ନବରଙ୍ଗପୁର ପୋଲିସ ଏବଂ ଓଡ଼ିଶା ଏସଓଜି ଯବାନଙ୍କ ମିଳିତ ଅପରେସନ୍ ସମୟରେ ବଡ଼ ସଫଳତା ମିଳିଛି । ରାଇଘର ବ୍ଲକ ସୀମାନ୍ତଠାରୁ ମାତ୍ର ୨୫ କିଲୋମିଟର ଦୂରରେ ରହିଥିବା ଛତିଶଗଡ଼ର ଗରେବା ଜଙ୍ଗଲରେ ମିଳିତ ବାହିନୀ ନକ୍ସଲମାନଙ୍କ ସହ ମୁହାଁମୁହିଁ ହୋଇଛନ୍ତି ।

ମିଳିତ ସୁରକ୍ଷାବାହିନୀ ଏବଂ ନକ୍ସଲମାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିବାବେଳେ ଏନ୍‌କାଉଣ୍ଟରରେ ଜଣେ ନକ୍ସଲଙ୍କର ମୃତ୍ୟୁ ଘଟିଛି ।  ବହୁ ଆପତ୍ତିଜନକ ନକ୍ସଲ ସାମଗ୍ରୀ ଜବତ ହୋଇଛି । ଏହି ଏନକାଉଣ୍ଟର ଗରିଆବନ୍ଧ ଜିଲ୍ଲା ମୈନପୁରର ସୋଭା ଥାନା ଅନ୍ତର୍ଗତ ଗରେବା ଜଙ୍ଗଲରେ ଘଟିଥିବା କୁହାଯାଉଛି । 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
maoist-killed-in-massive-encounter-at-nabrangpur | Argus News