ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଗୁଣ୍ଡିଚା ମନ୍ଦିର ଅନୁଧ୍ୟାନ
·1 year ago

ପୁରୀ : ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଗୁଣ୍ଡିଚା ମନ୍ଦିର ଅନୁଧ୍ୟାନ। ଦୀର୍ଘବର୍ଷ ହେବ ଭକ୍ତଙ୍କ ଦର୍ଶନ ପାଇଁ ବନ୍ଦ ରହିଛି ଶ୍ରୀଗୁଣ୍ଡିଚା ମନ୍ଦିର। ଗୁଣ୍ଡିଚା ମନ୍ଦିରର ମରାମତି, ଅଗ୍ରଗତି ଓ ସୌନ୍ଦର୍ଯ୍ୟକରଣର ଅନୁଧ୍ୟାନ କରିଛନ୍ତି ମୁଖ୍ୟ ପ୍ରଶାସକ।
ଅଧିକ ପଢନ୍ତୁ : ଆଜି ନୀଳାଦ୍ରୀ ଭକ୍ତ ନିବାସରେ ପରିଚାଳନା କମିଟିର ଗୁରୁତ୍ବପୂର୍ଣ୍ଣ ବୈଠକ
ମୁଖ୍ୟ ପ୍ରଶାସକଙ୍କ ସହ ଜିଲ୍ଲାପାଳ,ସୁଆର ମହାସୁଆର ନିଯୋଗ,ଓବିସିସି ଓ ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀଙ୍କ ମଧ୍ୟ ସାମିଲ ଅଛନ୍ତି।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: