Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Painting

Argus News - ଭିଡ ପାଇଁ ଧ୍ବଜା ବଦଳା ନୀତିରେ ସମୟ ପରିବର୍ତ୍ତନ

Devotion

ଭିଡ ପାଇଁ ଧ୍ବଜା ବଦଳା ନୀତିରେ ସମୟ ପରିବର୍ତ୍ତନ

Swayangprajna Mishra
Browse all articles by Swayangprajna Mishra
·1 year ago
ଭିଡ ପାଇଁ ଧ୍ବଜା ବଦଳା ନୀତିରେ ସମୟ ପରିବର୍ତ୍ତନ

ପୁରୀ : କାର୍ତ୍ତିକ ମାସରେ ଅସମ୍ଭବ ଭିଡ ଯୋଗୁଁ ଧ୍ବଜା ବନ୍ଧା ନୀତି ସନ୍ଧ୍ୟା ବଦଳରେ ଅପରାହ୍ନ ୩ଟା ୩୦ ରୁ ୪ଟା ମଧ୍ୟରେ କରିବା ପାଇଁ ମୁଖ୍ୟ ପ୍ରଶାସକ ନିର୍ଦ୍ଦେଶ ଦେଇଛନ୍ତି l ଏନେଇ ଚୁନରା ସେବକମାନଙ୍କୁ ସ୍ଵତନ୍ତ୍ର କାର୍ଯ୍ୟାଳୟ ଆଦେଶ ଦିଆଯାଇଛି। ଅପରାହ୍ନ ସମୟରେ କମ୍ ଗହଳି ମଧ୍ୟରେ ଧ୍ବଜା ବନ୍ଧା ହେବା ଲକ୍ଷ୍ୟରେ ଏହି ନିର୍ଦ୍ଦେଶ ଜାରି କରାଯାଇଥିବା ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି l

ଅଧିକ ପଢନ୍ତୁ : ପଞ୍ଚକରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ସ୍ବତନ୍ତ୍ର ବେଶ

ଧ୍ବଜା ବନ୍ଧା ଦେଖିବା ପାଇଁ ମନ୍ଦିର ଭିତରେ ଓ ସିଂହଦ୍ଵାର ବାହାର ରାସ୍ତାରେ ବହୁତ ଭକ୍ତ ଗହଳି କରୁଛନ୍ତି। ଏଣୁ ପରବର୍ତ୍ତୀ ସପ୍ତାହଟି ପାଇଁ ୩ଟା ୩୦ରେ ଧ୍ଵଜା ବନ୍ଧା ସମାପନ କରିବା ପାଇଁ ଶ୍ରୀମନ୍ଦିର କମାଣ୍ଡର ଓ ସୁପରଭାଇଜାରଙ୍କୁ ନିର୍ଦ୍ଦେଶ ପ୍ରଦାନ କରାଯାଇଛି l

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Painting
Sponsored
puri patitapabana flag change for crowd | Argus News