Odisha Board Result 2026 / ଖୁବଶୀଘ୍ର ପ୍ରକାଶ ପାଇବ ଦଶମ ଓ ଦ୍ବାଦଶ ରେଜଲ୍ଟ , ବଡ଼ ସୂଚନା ଦେଲେ ଗଣଶିକ୍ଷା ମନ୍ତ୍ରୀ
·3 days ago·1 min read

Key Points
ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଖବର
ଖୁବ ଶୀଘ୍ର ବାହାରିବ ରେଜଲ୍ଟ
ବଡ଼ ସୂଚନା ଦେଲେ ଗଣଶିକ୍ଷା ମନ୍ତ୍ରୀ
ଖୁବ ଶୀଘ୍ର ବାହାରିବ ରେଜଲ୍ଟ
ବଡ଼ ସୂଚନା ଦେଲେ ଗଣଶିକ୍ଷା ମନ୍ତ୍ରୀ
ଖୁବଶୀଘ୍ର ପ୍ରକାଶ ପାଇବ ଦଶମ ଓ ଦ୍ବାଦଶ ଶ୍ରେଣୀ ରେଜଲ୍ଟ । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଚଳିତ ବର୍ଷ ପରୀକ୍ଷା ପରିଚାଳନା ଠିକ୍ ଢଙ୍ଗରେ ହୋଇଥିଲା । ତ୍ରୁଟି ବିହୀନ ପରୀକ୍ଷା ପରିଚାଳନା ପରେ ଖୁବଶୀଘ୍ର ପିଲାଙ୍କ ରେଜଲ୍ଟ ବାହାରିବା ନେଇ ମନ୍ତ୍ରୀଙ୍କ ପ୍ରତିକ୍ରିୟା ଦେଇଛନ୍ତି । ବୋର୍ଡ ପକ୍ଷରୁ ଆମେ ସବୁବେଳେ ପ୍ରସ୍ତୁତ ରହିଛୁ । ଠିକ୍ ସମୟରେ ଦଶମ ଓ ଦ୍ବାଦଶ ରେଜଲ୍ଟ ପ୍ରକାଶ ପାଇବ ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି ।
ସୂଚନା ଅନୁସାରେ, ଚଳିତ ବର୍ଷ ମାଟ୍ରିକ୍ ପରୀକ୍ଷା ଫେବୃଆରୀ ୧୯ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ ଶେଷ ହୋଇଥିଲା । ରାଜ୍ୟର ୫ ଲକ୍ଷ ୬୧ ହଜାର ୯୭୯ ଜଣ ଛାତ୍ରଛାତ୍ରୀ ରାଜ୍ୟର ୩୦୮୨ ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଦେଇଥିଲେ । ମେ ମାସ ଦ୍ୱିତୀୟ ସପ୍ତାହ ସୁଦ୍ଧା ମାଟ୍ରିକ ପରୀକ୍ଷା ଫଳ ପ୍ରକାଶିତ କରିବାକୁ ଲକ୍ଷ୍ୟ ରଖିଛି ବୋର୍ଡ ।
ମାଟ୍ରିକ୍ ପରୀକ୍ଷା ପରେ ମାର୍ଚ୍ଚ ୧୯ରୁ ଖାତା ଦେଖା ଆରମ୍ଭ ହୋଇଥିଲା । ଏଥିରେ ୧୧ ହଜାରରୁ ଅଧିକ ହାଇସ୍କୁଲ ଶିକ୍ଷକ ଶିକ୍ଷୟିତ୍ରୀ ନିୟୋଜିତ ହୋଇଥିଲେ । ରାଜ୍ୟର ୫୧ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ ହୋଇଥିଲା ।

ଅଧିକ ପଢ଼ନ୍ତୁ: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଗୁଆ ଖରାଛୁଟି ଘୋଷଣା
ମାଟ୍ରିକ୍ ପରୀକ୍ଷା ପରେ ମାର୍ଚ୍ଚ ୧୯ରୁ ଖାତା ଦେଖା ଆରମ୍ଭ ହୋଇଥିଲା । ଏଥିରେ ୧୧ ହଜାରରୁ ଅଧିକ ହାଇସ୍କୁଲ ଶିକ୍ଷକ ଶିକ୍ଷୟିତ୍ରୀ ନିୟୋଜିତ ହୋଇଥିଲେ । ରାଜ୍ୟର ୫୧ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ ହୋଇଥିଲା ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Related Topics
Explore more stories