School Closed / କାଲି ଖୋଲିବନି ସ୍କୁଲ; ବର୍ଷା ପାଇଁ ପ୍ରଶାସନର ବଡ଼ ନିଷ୍ପତ୍ତି
·2 months ago·2 min read

Key Points
ପୁଣି ରାଜ୍ୟରେ ଜାରି ରହିଛି ବର୍ଷା
ଆସନ୍ତାକାଲି କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
ବର୍ଷାକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ବନ୍ଦ ରହିବ
ଆସନ୍ତାକାଲି କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
ବର୍ଷାକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ବନ୍ଦ ରହିବ
ଭଦ୍ରକ: ଆସନ୍ତା ୨୪ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟରେ ଭୀଷଣ ବର୍ଷା ପାଇଁ ରେଡ୍ ଆଲର୍ଟ ଜାରି କଲା ପାଣିପାଗ ବିଭାଗ । ୪୮ ଘଣ୍ଟା ପାଇଁ ରେଡ୍ ଆଲର୍ଟ ରହିଥିବା ବେଳେ ୪ ଦିନ ଯାଏଁ ପ୍ରବଳ ବର୍ଷା ନେଇ ଚେତାବନୀ ଦିଆଯାଇଛି । ଲଗାତାର ବର୍ଷା ଯୋଗୁଁ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲ୍ଲାପାଳ ବୁଧବାର (୧୫ ଜୁଲାଇ ୨୦୨୬) ପାଇଁ ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟରେ ଛୁଟି ଘୋଷଣା କରିଛନ୍ତି ।
ପଢନ୍ତୁ ଏହି ଖବର: ଦୁଇ ଦିନ ଅତି ପ୍ରବଳ ବର୍ଷା ନେଇ ରେଡ୍ ଆଲର୍ଟ; ୨୪ ଘଣ୍ଟାରେ ଲଘୁଚାପ ସମ୍ଭାବନା
- ଲଗାଣ ବର୍ଷା, ସ୍କୁଲ ଛୁଟି
- ଆସନ୍ତା ୨ଦିନ ପ୍ରବଳ ବର୍ଷା
ପଢନ୍ତୁ ଏହି ଖବର: ଦୁଇ ଦିନ ଅତି ପ୍ରବଳ ବର୍ଷା ନେଇ ରେଡ୍ ଆଲର୍ଟ; ୨୪ ଘଣ୍ଟାରେ ଲଘୁଚାପ ସମ୍ଭାବନା
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
- ଘୂର୍ଣ୍ଣିବଳୟ ସକ୍ରିୟ
Related Topics
Explore more stories