Videos
|
Education & Employment

RI, ଅମିନ, ICDS, SFS ପରୀକ୍ଷା ବାତିଲ କଲା OSSSC

Swoyang prajna Mishra
Browse all articles by Swoyang prajna Mishra
·1 year ago·1 min read
RI,  ଅମିନ, ICDS, SFS ପରୀକ୍ଷା ବାତିଲ କଲା OSSSC

Key Points

RI, ARI, ଅମିନ, ICDS, SFS ପ୍ରିଲିମ୍‌ ପରୀକ୍ଷା ରଦ୍ଦ କଲେ OSSSC
ଏନେଇ ହାଇକୋର୍ଟଙ୍କୁ ଅବଗତ କଲେ AG ପୀତାମ୍ବର ଆଚାର୍ଯ୍ୟ
ଅଗଷ୍ଟ ୧ରୁ ସେପ୍ଟେମ୍ବର ୬ ପର୍ଯ୍ୟନ୍ତ ହେବାକୁ ଥିବା ମେନ୍‌ ପରୀକ୍ଷା ବି ବାତିଲ
୧୪ ଦିନ ଭିତରେ ସାନି ପରୀକ୍ଷା ନେଇ ବିଜ୍ଞପ୍ତି ପ୍ରକାଶ କରିବେ କମିଶନ
ଆଉ ସାନି ଆବେଦନ କରିବାକୁ ପଡ଼ିବନି, ସମସ୍ତଙ୍କୁ ପରୀକ୍ଷା ସୁଯୋଗ ମିଳିବ

RI, ଅମିନ, ICDS, SFS ପ୍ରିଲିମ୍‌ ପରୀକ୍ଷା ବାତିଲ୍ କଲେ OSSSC । ହାଇକୋର୍ଟଙ୍କୁ ଅବଗତ କଲେ AG ପୀତାମ୍ବର ଆଚାର୍ଯ୍ୟ। ଅଗଷ୍ଟ ୧ରୁ ସେପ୍ଟେମ୍ବର ୬ ପର୍ଯ୍ୟନ୍ତ ହେବାକୁ ଥିବା ମେନ୍‌ ପରୀକ୍ଷା ବି ବାତିଲ ହୋଇଛି । ୧୪ ଦିନ ଭିତରେ ସାନି ପରୀକ୍ଷା ନେଇ ବିଜ୍ଞପ୍ତି ପ୍ରକାଶ କରିବେ ।ଆଉ ସାନି ଆବେଦନ କରିବାକୁ ପଡ଼ିବନି, ସମସ୍ତଙ୍କୁ ପରୀକ୍ଷା ସୁଯୋଗ ମିଳିବ । ପ୍ରିଲିମ୍‌ରେ ତ୍ରୁଟି ଅଭିଯୋଗ ପରେ ସମସ୍ତଙ୍କୁ ପାସ୍‌ କରାଯାଇଥିଲା ।


ମାତ୍ର ଏହା ପ୍ରକାଶିତ ବିଜ୍ଞପ୍ତି ନିୟମ ଉଲ୍ଲଙ୍ଘନ ବୋଲି ପିଟିସନ୍‌ ହୋଇଥିଲା । ଭ୍ୟାକେନ୍ସି ପୋଷ୍ଟର ୫ ଗୁଣା ମେନ୍‌ ପରୀକ୍ଷା ଦେଇପାରିବେ ଉଲ୍ଲେଖ ଥିଲା । ମାତ୍ର ସମସ୍ତଙ୍କୁ ମେନ୍‌ ପରୀକ୍ଷା ସୁଯୋଗ ଦିଆଯିବାରୁ ମାମଲା କୋର୍ଟକୁ ଆସିଥିଲା । ଶେଷରେ ହେବାକୁ ଥିବା କମ୍ବାଇଣ୍ଡ ରିକ୍ରୁଟମେଣ୍ଟ ପରୀକ୍ଷା ବାତିଲ ହେଲା ।

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: