Videos
|
Entertainment

ଫାରହାଙ୍କ ମା’ ମେନକା ଇରାନିଙ୍କ ନିଧନ

Ritu Das
Browse all articles by Ritu Das
·2 years ago
ଫାରହାଙ୍କ ମା’ ମେନକା ଇରାନିଙ୍କ ନିଧନ

ଅର୍ଗସ ବ୍ୟୁରୋ: ମା'ଙ୍କୁ ହରାଇଛନ୍ତି କୋରିଓଗ୍ରାଫର-ନିର୍ଦ୍ଦେଶକ ଫାରହା ଖାନ। ଶୁକ୍ରବାର ତାଙ୍କ ମା' ମେନକା ଇରାନୀଙ୍କ ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ବର୍ଷ ହୋଇଥିଲା। ଗତ କିଛିଦିନ ଧରି ସେ ଅସୁସ୍ଥ ଥିଲେ। 

ଏବେ ତାଙ୍କ ନିଧନକୁ ନେଇ ଫାରହା ଏବଂ ତାଙ୍କ ଭାଇ ସାଜିଦ ଖାନ ସମ୍ପୂର୍ଣ୍ଣ ଭାଙ୍ଗିପଡ଼ିଛନ୍ତି। ଫାରହା ଏକ ପୋଷ୍ଟରେ ଲେଖିଛନ୍ତି ମୁଁ ମୋ ମା'ଙ୍କୁ ବହୁତ ଭଲ ପାଏ। ତୁମ କଥା ସବୁବେଳେ ମନେପଡ଼ିବ। 

ଅଧିକ ପଢ଼ନ୍ତୁ ମନୋରଞ୍ଜନ ଖବର 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Farah's mother | Argus News