Argus News | Odisha News Today, ଓଡ଼ିଶା ଖବର , Odisha latest news

Videos
|
Entertainment

୫୯ ବର୍ଷରେ ଯବାନ ଦିଶୁଛନ୍ତି ଅମୀର , ଖୋଲିଲେ ଫିଟନେସର ରାଜ୍

Swayangprajna Mishra
Browse all articles by Swayangprajna Mishra
·2 years ago·1 min read
୫୯ ବର୍ଷରେ ଯବାନ ଦିଶୁଛନ୍ତି  ଅମୀର , ଖୋଲିଲେ ଫିଟନେସର ରାଜ୍

ଅର୍ଗସ ବ୍ୟୁରୋ :  ୫୯ ବର୍ଷରେ ବି ବେଶ ଫିଟ୍ ଏବଂ ସ୍ମାର୍ଟ ଲାଗନ୍ତି ବଲିଉଡ ଅଭିନେତା ଅମୀର ଖାନ । ନିଜ ଫିଟ ଚେହେରା ପାଇଁ ସେ ଅନେକଙ୍କ ଠାରୁ ପ୍ରଶଂସା ପାଇଛନ୍ତି । ଯେଉଁ ବୟସରେ ସାଧାରଣତଃ ମଣିଷ ଥକ୍କାପଣ ଅବସ୍ଥାକୁ ଚାଲିଆସେ, ସେହି ବୟସରେ ସେ ଅନ୍ୟ କୌଣସି ୟଙ୍ଗ ହିରୋଙ୍କ ଠାରୁ ମଧ୍ୟ କମ ଲାଗନ୍ତିନି ଅମୀର । ତେବେ ଗତ କିଛିଦିନ ତଳେ କପିଲ ଶର୍ମାଙ୍କ ଶୋ ରେ ନିଜ ଫିଟନେସର ରାଜ ଖୋଲିଥିଲେ ଅମୀର ଖାନ ।

ଅଧିକ ପଢନ୍ତୁ : ଜେଲରେ ଷ୍ଟାଫଙ୍କ ଅବହେଳା ଯୋଗୁଁ ଚାଲିଗଲା ଅଭିଯୁକ୍ତ ଅନୁଜ ଥାପନଙ୍କ ଜୀବନ

ସେ କହିଥିଲେ ନିଜକୁ ଫିଟ ରଖିବା ପାଇଁ ସେ କିଛି କରନ୍ତିନି । ଜିମ କି ବ୍ୟାୟାମ କରନ୍ତିନି ଅମିର । କୌଣସି ବିଶେଷ କ୍ରିମ ମଧ୍ୟ ବ୍ୟବହାର କରନ୍ତିନି। ତାଙ୍କ ଜିନ ଯୋଗୁଁ ହିଁ ସେ ସବୁବେଳେ ଫିଟ ଏବଂ ସ୍ମାର୍ଟ ରହିଥାନ୍ତି । ତାଙ୍କ ବାପା ବି ସେପରି ଥିଲେ । ତେଣୁ ତାଙ୍କୁ ସୁସ୍ଥ ରହିବା ପାଇଁ ବିଶେଷ କିଛି କରିବାକୁ ପଡେନି । 
 

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Sponsored
know the secret of amir khan's fitness | Argus News