Videos
|
Entertainment

ମିଥୁନ ଚକ୍ରବର୍ତ୍ତୀଙ୍କୁ ଆଜି ମିଳିବ ଫିଲ୍ମ ଜଗତର ସର୍ବୋଚ୍ଚ ସମ୍ମାନ

Banajyotshna Ray
Browse all articles by Banajyotshna Ray
·1 year ago
ମିଥୁନ ଚକ୍ରବର୍ତ୍ତୀଙ୍କୁ ଆଜି ମିଳିବ ଫିଲ୍ମ ଜଗତର ସର୍ବୋଚ୍ଚ ସମ୍ମାନ

ଅର୍ଗସ ବ୍ୟୁରୋ:  ବଲିଉଡର ସୁପରଷ୍ଟାର ମିଥୁନ ଚକ୍ରବର୍ତ୍ତୀଙ୍କୁ ଆଜି ମିଳିବ ଫିଲ୍ମ ଜଗତର ସର୍ବୋଚ୍ଚ ସମ୍ମାନ । ଆଜି 70ତମ ଜାତୀୟ ଫିଲ୍ମ ପୁରସ୍କାର ସମାରୋହରେ ସମ୍ମାନିତ ହେବେ ବରିଷ୍ଠ ବଲିଉଡ୍ ଷ୍ଟାର । ଅଭିନୟ କ୍ଷେତ୍ରରେ ଜୀବନବ୍ୟାପୀ ଅବଦାନ ଲାଗି ୨୦୨୨ ବର୍ଷ ପାଇଁ ମିଥୁନ ଚକ୍ରବର୍ତ୍ତୀଙ୍କୁ ଆଜି ମିଳିବ ଦାଦାସାହେବ ଫାଲକେ ପୁରସ୍କାର ।  ସେପ୍ଟେମ୍ବର 30 ତାରିଖରେ କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଏକ୍ସ ପୋଷ୍ଟରେ ଏନେଇ ସୂଚନା ଦେଇଥିଲେ । ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ମିଥୁନ ଚକ୍ରବର୍ତ୍ତୀଙ୍କୁ ଅଭିନନ୍ଦନ ଜଣାଇଥିଲେ ।

ଅଧିକ ପଢ଼ନ୍ତୁ ମନୋରଞ୍ଜନ ଖବର:

Argus News App

📱 Get Argus News App

📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
Mithun Chakraborty will receive the highest honor of the film world today | Argus News