ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ଗୁରୁତର
·1 year ago

ଅର୍ଗସ ବ୍ୟୁରୋ : ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ଗୁରୁତର। ବର୍ତ୍ତମାନ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି । ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ଆଇସିୟୁରେ ଚିକିତ୍ସିତ ହେଉଛନ୍ତି ଉତ୍ତମ ମହାନ୍ତି । ଫିଲ୍ମର ସୁଟିଂ ପାଇଁ ସେ ବାହାରକୁ ଯାଇଥିଲେ । ଗତକାଲି ଠାରୁ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ବର୍ତ୍ତମାନ ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଛି ।
ତେବେ ବୋଉ ବୁଟୁ ଭୂତ ସିନେମାରେ ସ୍ତ୍ରୀ ଅପରାଜିତା ଓ ପୁଅ ବାବୁଶାନ ଙ୍କ ସହ ସେ ନଜର ଆସିବେ । ଏହି ଫିଲ୍ମର ସୁଟିଂ ପାଇଁ ବାହାରକୁ ଯାଇଥିଲେ ତେଣୁ ହଠାତ ସ୍ୱାସ୍ଥ୍ୟବସ୍ଥା ବିଗିଡି ଯାଇଥିବା ଅନୁମାନ କରାଯାଉଛି ।
📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free: