Zodiac Signs / ଆଜିର ରାଶିଫଳ: ଏହି ରାଶିର ବ୍ୟକ୍ତିଙ୍କ ନୂତନ ଯୋଜନା ଆରମ୍ଭ ପାଇଁ ସମୟ ଉପଯୁକ୍ତ
·6 months ago·3 min read

Key Points
ମେଷ-
ଅଟକିଥିବା କାମଟିକୁ ହଠାତ୍ ଆରମ୍ଭକରିବାକୁ ମନ ବଳାଇପାରନ୍ତି। ରାଜନୀତି, ସଂଗଠନ, ଆଲୋଚନା କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ପାଇବ।

ଅଟକିଥିବା କାମଟିକୁ ହଠାତ୍ ଆରମ୍ଭକରିବାକୁ ମନ ବଳାଇପାରନ୍ତି। ରାଜନୀତି, ସଂଗଠନ, ଆଲୋଚନା କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ପାଇବ। ପ୍ରଶାସନ, ଆଇନ, ପ୍ରକାଶନ କ୍ଷେତ୍ରରେ ସମସ୍ୟାର ଆଶୁ ସମାଧାନ ଆଶା ରହିଛି।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର - ଦେବୀ ବଗଳାମୁଖିଙ୍କ ମନ୍ତ୍ର ପାଠ କରନ୍ତୁ
ବୃଷ-
ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଅଚାନକ ସାକ୍ଷାତ ହେବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ । ରାଜନୀତିରେ ସମର୍ଥନ ହ୍ରାସ ପାଇପାରିବେ । ଛାତ୍ରଛାତ୍ରୀ ମାନେ ପଢାରେ ଅବେହଳା କରି ଦୁଃଖ ପ୍ରକାଶ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ପର୍ଶୁରାମଙ୍କର ପୂଜାର୍ଚ୍ଚନା କରନ୍ତୁ
ମିଥୁନ-
ବିଭିନ୍ନ ସୂତ୍ରରୁ ଅର୍ଥଲାଭ ହେବ ଓ ସାମାଜିକ ସ୍ତରରେ ପ୍ରତିଷ୍ଠିତ ହେବେ। ଘଟଣାକୁ ଭଲରୂପରେ ନ ବୁଝି ସହକର୍ମୀ କିମ୍ବା ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ପାଇଁ ବିଶେଷ ଅସୁବିଧା ହେବ ନାହିଁ।
ଶୁଭ ରଙ୍ଗ - ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ
କର୍କଟ-
କୌଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ । କର୍ମକ୍ଷେତ୍ରରେ ବହୁ ସମୟ କାଟିବାକୁ ବାଧ୍ୟ ହେବେ ଓ ବୃଦ୍ଧି ଖଟାଇ ନିଜ ସ୍ଥାନକୁ କୌଣସି ମତେ ଦୃଢ କରିବେ। ଲକ୍ଷ୍ୟ ହାସଲ କରିବାକୁ ଅଧିକ ପରିଶ୍ରମ କରିବାକୁ ପଡିପାରେ । ଛାତ୍ରମାନେ ଅଧିକ ପରିଶ୍ରମ କରି ସେମାନଙ୍କର ଆତ୍ମବିଶ୍ୱାସ ବଢିବ
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର – ଶ୍ରୀ ଗଣେଷଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

📱 Get Argus News App
✨📰 60 Word News🎬 Argus Podcast📺 Live TV and Breaking News🔔 Free Notification Alerts
Download Free:
ସିଂହ-
ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ କିଛିଟା ଆଶ୍ୱସ୍ତି ଅନୁଭବ କରିବେ । କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହୋଇପାରନ୍ତି।ବନ୍ଧୁଙ୍କ ସହ ନୂତନ ସମ୍ପର୍କରୁ ଖୁସି ରହିବେ। ବିବାଦରେ ପଶିଲେ ଧନହାନି ଓ ପୂର୍ବ ଶତ୍ରୁତାରୁ କଳହକୁ ଏଡ଼ି ହେବ ନାହିଁ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ମା ଭୂବନେଶ୍ବରୀଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
କନ୍ୟା-
କୌଣସି କାର୍ଯ୍ୟର ସମାଧାନ ହୋଇଯିବ । ମାଙ୍ଗଳିକ କାର୍ଯ୍ୟରେ ମନ ଯୋଗଦେବେ । ସୁସ୍ଥ ଅନୁଭବ କରିବେ । ପୈାତିକ ସମ୍ପତିକୁ ନେଇ ଦୁଇ ଜଣଙ୍କ ବିବାଦରେ ତୃତିୟ ବ୍ୟକ୍ତି ଲାଭବାନ୍ ହେବ । ରାଜନୀତିରେ କୈାଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକୁ ହାତକୁ ନେବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର - ଶ୍ରୀ ବିଷ୍ଣୁଙ୍କର ପୂଜାର୍ଚ୍ଚନା କରନ୍ତୁ
ତୁଳା-
ପରିବାରର ଖର୍ଚ୍ଚ ଭାର ବଢ଼ି ଯିବା କାରଣରୁ ଚିନ୍ତିତ ରହିପାରନ୍ତି। କର୍ମକ୍ଷେତ୍ରରେ ମନ୍ଥର ଗତି ହେତୁ ସଫଳତାରେ ଆଶଙ୍କା ସୃଷ୍ଟି ହୋଇପାରେ। କୌଣସି ବ୍ୟକ୍ତିବିଶେଷଙ୍କ ସହୟତାରୁ ସଫଳତା ହାସଲକରିବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ
ବିଛା-
ପାରିବାରିକ ଜୀବନ ଆମୋଦ ଦାୟକ ହେବ । ଭାଗ୍ୟ ଉଦ୍ୟୋଗୀ ହେବା ସହିତ, ବାଣିଜ୍ୟରେ ଲାଭ ମିଳିବ । ଶିକ୍ଷା କ୍ଷେତ୍ରରେ ଅଭିଜ୍ଞତା ବଢିବ । ସମ୍ପତ୍ତି-ବାଡିକୁ ନେଇ ଅନେକ ପରିସ୍ଥିତି ଦେଖା ଦେଇପାରେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର – ନୃସିଂହଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ
ଧନୁ-
ପୂର୍ବ ଯୋଜନାନୁଯାୟୀ କର୍ମରେ ପ୍ରବୃତ୍ତ ହେବେ ଏବଂ ବନ୍ଧୁଙ୍କୁ ମନେଇ କାମ ହାସଲ କରିବେ। ସଙ୍ଗୀତ ସମାରୋହ, ସତ୍ସଙ୍ଗ, ବାଣିଜ୍ୟ, ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ପାଇପାରନ୍ତି। ଜନକଲ୍ୟାଣ ସମ୍ବନ୍ଧୀୟ କାର୍ଯ୍ୟ, ବନ୍ଧୁ ସମ୍ପର୍କ କ୍ଷେତ୍ରରେ ଉଚ୍ଚ ଫଳ ମିଳିବ। ନିଜ କାମ ପଛକୁ ପକାଇ ପଡ଼ୋଶୀଙ୍କ କଥା ଚିନ୍ତା କରିବେ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ମା' ତାରାଙ୍କ ମନ୍ତ୍ର ପାଠ କରନ୍ତୁ
ମକର-
ପ୍ରେମିକା, ପ୍ରେମିକ ମାନଙ୍କର ପୁର୍ବ ସ୍ମୃତି ଜାଗ୍ରତ ହୋଇପାରେ । ସାମାଜିକ କାର୍ଯ୍ୟରେ ଯୋଗ ଦେବେ । ଶିକ୍ଷାର୍ଥୀ ମାନେ ପଢାରେ ଅନ୍ୟସମସ୍କ ରହିବେ ।
ଆପଣଙ୍କ ମସ୍ତିଷ୍କରେ ନୂଆ ନୂଆ ଚିନ୍ତାରେ ରହିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ମଦାଦେବଙ୍କର ଦର୍ଶନ କରନ୍ତୁ

କୁମ୍ଭ-
କର୍ମଜଞ୍ଜାଳ ଓ କାର୍ଯ୍ୟବ୍ୟସ୍ତତା ସ୍ବାସ୍ଥ୍ୟହାନିର କାରଣ ହୋଇପାରେ। ପାରିବାରିକ ସମସ୍ୟା କ୍ଷେତ୍ରରେ ଜାଣିଶୁଣି ମଧ୍ୟ ନୀରବ ରହିବାକୁ ବାଧ୍ୟ ହୋଇପାରନ୍ତି । ବ୍ୟବସାୟ, ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ସମସ୍ୟା ବହୁଳ ରହିବ। ଅନ୍ୟକୁ କଥା କହିବାର ଶୈଳୀ କଠୋର ନ ହେବା ଦରକାର।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର – ରାହୁଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ମୀନ-
ଆତ୍ମୀୟଙ୍କ ଦୁର୍ବବ୍ୟବହାର ଭୋଗିବେ । ନିତ୍ୟକର୍ମରେ ବ୍ୟତିକ୍ରମ ଘଟିପାରେ । ପରିବେଶ ଆନନ୍ଦଦାୟକ ରହିବ । ରାଜନୀତିରେ ଦୁଃସାହସିକ ପଦକ୍ଷପ ଗ୍ରହଣ କରିବେ । ଶିକ୍ଷାର୍ଥୀ ମାନଙ୍କର ଶିକ୍ଷାରେ ଦକ୍ଷତା ଓ ଅଭିଜ୍ଞତା ବଢିବ
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

Related Topics
Explore more stories